1
|
ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ? |
2
|
ମାରେ ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିବ ୟିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା। |
3
|
ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ। |
4
|
ଇଶ୍ରାୟେଲର ରକ୍ଷାକର୍ତ୍ତା କବେେ ନିଦ୍ରା ଯିବେ ନାହିଁ। କି କବେେ ଶାଇେବେ ନାହିଁ। |
5
|
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି। |
6
|
ଦିନରେ ସୂର୍ୟ୍ଯ ତୁମ୍ଭକୁ ଆଘାତ କରିପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିପାରିବ ନାହିଁ। |
7
|
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ। |
8
|
ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। |
Psalms 121:1 Oriya Language Bible Words basic statistical display
COMING SOON ...