Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Books

Psalms Chapters

Psalms 123 Verses

1 ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ବର୍ଗରେ ରାଜାପରି ବସ।
2 କ୍ରୀତଦାସମାନେ ସମାନଙ୍କେ ଆବଶ୍ଯକ ଦ୍ରବ୍ଯ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
3 ଠିକ୍ ସହେିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ବରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦଖାେଅ।
4 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ !ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ।

Psalms 123 Verses

×

Alert

×