1 | ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ବର୍ଗରେ ରାଜାପରି ବସ। |
---|
2 | କ୍ରୀତଦାସମାନେ ସମାନଙ୍କେ ଆବଶ୍ଯକ ଦ୍ରବ୍ଯ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି। |
---|
3 | ଠିକ୍ ସହେିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ବରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦଖାେଅ। |
---|
4 | ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ !ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ। |
---|