1
|
ମାରେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କଲେ। ଇଶ୍ରାୟେଲ, ଏହାକୁ ଆଉଥରେ କୁହ। |
2
|
ମାେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କରିଛନ୍ତି। କିନ୍ତୁ ସମାନେେ କବେେ ମାେତେ ପରାସ୍ତ କରିପାରିଲେ ନାହିଁ। |
3
|
ସମାନେେ ମାେ ପିଠିରେ ଗଭୀର କ୍ଷତ ହବୋ ପର୍ୟ୍ଯନ୍ତ ଆଘାତ କରନ୍ତି। ମାରେ ପିଠି ହଳ କରା ପଡ଼ିଆ ପରି ଜଣାଗଲା। |
4
|
କିନ୍ତୁ ସଦାପ୍ରଭୁ ୟିଏ ୟାହା ଠିକ୍ କରନ୍ତି, ସହେି ରଜ୍ଜୁ କାଟି ପକାଇଲେ ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ। |
5
|
ଯେଉଁ ଲୋକମାନେ ସିୟୋନ୍କୁ ଘୃଣା କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ସମାନେେ ଅଟକି ୟାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ। |
6
|
ସମାନେେ ଗୃହର ଛାତ ଉପରିସ୍ଥ ତୃଣତୁଲ୍ଯ ବଢ଼ିବା ପୂର୍ବରୁ ଶୁଖି ୟାଆନ୍ତୁ। |
7
|
ୟପରେି କଟାଳି ତା'ର ହଳୋପୂର୍ଣ୍ଣ କରିପାରେ ନାହିଁ। ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। |
8
|
ତାଙ୍କ ବାଟ ଦଇେ ଯାଉଥିବା ଲୋକମାନେ କହନ୍ତି ନାହିଁ, "ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ।" କିଅବା "ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।" |
Psalms 129:1 Oriya Language Bible Words basic statistical display
COMING SOON ...