1
|
ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
2
|
ଦବେତାମାନଙ୍କର ଦବେତାର ପ୍ରଶଂସା କର। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
3
|
ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
4
|
ୟେ ଆଶ୍ଚର୍ୟ୍ଯକାର୍ୟ୍ଯମାନ କରନ୍ତି, ତାଙ୍କର ପ୍ରଶଂସା କର। ତାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
5
|
ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
6
|
ପରମେଶ୍ବର ୟେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
7
|
ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
8
|
ପରମେଶ୍ବର ଦିବସରେ କତ୍ତୃର୍ତ୍ବ କରିବା ପାଇଁ ସୂର୍ୟ୍ଯକୁ ସୃଷ୍ଟି କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
9
|
ପରମେଶ୍ବର ରାତ୍ରିରେ କତ୍ତୃର୍ତ୍ବ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
10
|
ପରମେଶ୍ବର ମିଶରର ପ୍ରଥମଜାତ ମନୁଷ୍ଯ ଏବଂ ପଶୁମାନଙ୍କୁ ହତ୍ଯା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
11
|
ପରମେଶ୍ବର ମିଶର ମଧ୍ଯରୁ ଇଶ୍ରାୟେଲକୁ ବାହାର କରି ଆଣିଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
12
|
ପରମେଶ୍ବର ତାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦଖାଇେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
13
|
ପରମେଶ୍ବର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାଙ୍କର ବିଶ୍ବସ୍ତ ପ୍ରମେ ଅନନ୍ତକାଳସ୍ଥାଯୀ। |
14
|
ପରମେଶ୍ବର ଇଶ୍ରାୟେଲକୁ ଏଥି ମଧ୍ୟରେ ଗମନ କରାଇଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
15
|
ପରମେଶ୍ବର ଫାରୋ ସ ତାହାର ସୈନ୍ଯଗଣଙ୍କୁ ସୁଫ ସାଗରରେ ବୁଡ଼ାଇ ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
16
|
ପରମେଶ୍ବର ମରୁଭୂମି ଦଇେ ଆପଣା ଲୋକମାନଙ୍କୁ ଆଗଇେ ନଲେେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
17
|
ପରମେଶ୍ବର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
18
|
ପରମେଶ୍ବର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
19
|
ପରମେଶ୍ବର ଇ ମାରେୀଯମାନଙ୍କର ରାଜା ସୀହାନକେୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
20
|
ପରମେଶ୍ବର ବାଶନର ରାଜା ଓଗକୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
21
|
ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ତାଙ୍କ ଭୂମି ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
22
|
ପରମେଶ୍ବର ସହେି ଭୂମିକୁ ଇଶ୍ରାୟେଲଙ୍କୁ ଦାନ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
23
|
ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
24
|
ପରମେଶ୍ବର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
25
|
ପରମେଶ୍ବର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ୟୋଗାନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
26
|
ସ୍ବର୍ଗର ପରମେଶ୍ବରଙ୍କ ପ୍ରଶଂସା କର !ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। |
Psalms 136:19 Oriya Language Bible Words basic statistical display
COMING SOON ...