1
|
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମାରେ ସାହାୟ୍ଯ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ବସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମାେତେ ଉତ୍ତର ଦିଅ। |
2
|
ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ। |
3
|
ଶତ୍ରୁଗଣ ମାେ ପଛରେ ଗୋଡ଼ାଉଛନ୍ତି। ସମାନେେ ମାେ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସମାନେେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ଯ ମାେତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ଯ କରୁଛନ୍ତି। |
4
|
ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି। |
5
|
ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ। |
6
|
ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ। |
7
|
ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି। |
8
|
ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି। |
9
|
ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମାରେ ଶତ୍ରୁମାନଙ୍କ କବଳରୁ ମାେତେ ରକ୍ଷା କର। |
10
|
ତୁମ୍ଭେ କ'ଣ ମାେ ପାଇଁ କରିବାକୁ ଚାହଁ ତାହା ମାେତେ ଦଖାେଅ ? ତୁମ୍ଭେ ମାରେ ପରମେଶ୍ବର, ତୁମ୍ଭର ଆତ୍ମା ମାେତେ ଭୂମି ସ୍ତରରେ ଆଗଇେ ନେଉା |
11
|
ହେ ସଦାପ୍ରଭୁ, ମାେତେ ବଞ୍ଚିବାକୁ ଦିଅ, ୟପରେି ଲୋକାମନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତଣେୁ ମାରେ ଦୁଃଖରୁ ମାେତେ ରକ୍ଷା କର। |
12
|
ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦ୍ବାରା ମାରେ ଶତ୍ରୁମାନଙ୍କୁ ପରାସ୍ତ କର। ଯେଉଁମାନେ ମାେତେ ହତ୍ଯା କରିବାକୁ ଚାହୁଁଛନ୍ତି, ସମାନଙ୍କେୁ ଧ୍ବଂସ କର। କାରଣ ମୁଁ ତୁମ୍ଭର ସବେକ ଅଟେ। |
Psalms 143:6 Oriya Language Bible Words basic statistical display
COMING SOON ...