1
|
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି। |
2
|
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ। ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। |
3
|
ସଦାପ୍ରଭୁ ହେଉଛନ୍ତି ମହାନ୍ ଏବଂ ସେ ଅତ୍ଯନ୍ତ ପ୍ରଶଂସନୀଯ। ଆମ୍ଭମାନେେ ତାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ। |
4
|
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିଯା ସକଳର ପ୍ରଶଂସା କରନ୍ତୁ ସମାନେେ ତୁମ୍ଭର କାର୍ୟ୍ଯ ବିଷଯରେ କୁହନ୍ତୁ। |
5
|
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ୟ୍ଯପୂର୍ଣ୍ଣ। ମୁଁ ତୁମ୍ଭ ଅଦଦ୍ଭୂତ କର୍ମ ବିଷଯ ଧ୍ଯାନ କରିବି। |
6
|
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷଯରେ ବ୍ଯକ୍ତ କରନ୍ତୁ। ପୁଣି ମୁଁ ତୁମ୍ଭର ମହାନତା ବିଷଯରେ ପ୍ରଚାର କରିବି। |
7
|
ଲୋକମାନେ ତୁମ୍ଭର ମହାନ୍ ଉତ୍ତମତା ବିଷଯରେ କୁହନ୍ତୁ ଓ ସମାନେେ ତୁମ୍ଭ ଧାର୍ମିକତା ବିଷଯରେ ଗାନ କରନ୍ତୁ। |
8
|
ସଦାପ୍ରଭୁ ଅତ୍ଯନ୍ତ ଦୟାବାନ, ସହାନୁଭୂତିଶୀଳ, ର୍ଧୈୟ୍ଯଶୀଳ ଏବଂ ସ୍ନହେଶୀଳ। |
9
|
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମଯ। ପରମେଶ୍ବରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାଙ୍କର ଦୟା ଥାଏ। |
10
|
ସଦାପ୍ରଭୁ, ତୁମ୍ଭେ ୟାହା କରିଅଛ, ସଗେୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ। ତୁମ୍ଭର ବିଶ୍ବସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ଯବାଦ କରନ୍ତୁ। |
11
|
ସମାନେେ ତୁମ୍ଭ ରାଜ୍ଯର ଗୌରବ ବ୍ଯକ୍ତ କରନ୍ତୁ ଓ ତୁମ୍ଭ ପରାକ୍ରମ ବିଷଯରେ କୁହନ୍ତୁ। |
12
|
ତଣେୁ ଅନ୍ୟ ଲୋକମାନେ ତୁମ୍ଭର ମହାନ୍ କାର୍ୟ୍ଯ ବିଷଯରେ ଜାଣିବେ ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ୟ୍ଯଜନକ ଓ ମହାନ୍। |
13
|
ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାଯୀ ରହିବ। ତୁମ୍ଭେ ଅନନ୍ତକାଳ ରାଜତ୍ବ କରିବ। ସଦାପ୍ରଭୁଙ୍କ ଉପରେ ବିଶ୍ବାସ କରାୟାଇ ପାରିବ, ୟାହା ସେ କୁହନ୍ତି। ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ବସ୍ତ। |
14
|
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି। ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। |
15
|
ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥାନ୍ତି। କାରଣ ଉପୟୁକ୍ତ ସମଯରେ ତୁମ୍ଭେ ଆହାର ୟୋଗାଇ ଥାଅ। |
16
|
ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମଲୋଇ ପ୍ରେତ୍ୟକକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ। |
17
|
ସଦାପ୍ରଭୁ ୟାହା କିଛି କରନ୍ତି ତାହା ଉତ୍ତମ ଓ ତାଙ୍କର ନିଜର ସମସ୍ତ କାର୍ୟ୍ଯ ବିଶ୍ବସ୍ତତାକୁ ପ୍ରଦର୍ଶନ କରେ। |
18
|
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି। |
19
|
ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସମାନଙ୍କେର ଗୁହାରି ଶୁଣନ୍ତି ଏବଂ ସମାନଙ୍କେୁ ରକ୍ଷା କରନ୍ତି। |
20
|
ସଦାପ୍ରଭୁ ସହେିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି, ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ବଂସ କରିବେ। |
21
|
ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି !ସମୁଦାଯ ପ୍ରାଣୀ ଅନନ୍ତକାଳ ତାଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍। |
Psalms 145:1 Oriya Language Bible Words basic statistical display
COMING SOON ...