1
|
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି। |
2
|
ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ। |
3
|
ହଁ ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସମାନେେ ନିରାଶ ହବେେ ନାହିଁ। କିନ୍ତୁ ବିଶ୍ବାସଘାତକମାନେ ନିରାଶ ହବେେ। ସମାନେେ କିଛି ପାଇବେ ନାହିଁ। |
4
|
ହେ ସଦାପ୍ରଭୁ, ମାେତେ ତୁମ୍ଭର ପଥରେ ଚାଲିବାକୁ ସାହାୟ୍ଯ କର। ତୁମ୍ଭର ମାର୍ଗରେ ଚାଲିବାକୁ ଶିକ୍ଷା ପ୍ରଦାନ କର। |
5
|
ତୁମ୍ଭର ସତ୍ଯ ମାର୍ଗରେ ଚାଲିବାକୁ ମାେତେ କଢ଼ାଇ ନିଅ ଓ ଶିକ୍ଷା ଦିଅ। ତୁମ୍ଭେ ମାରେ ପରିତ୍ରାଣର ପରମେଶ୍ବର ଅଟ। ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରେଖ। |
6
|
ହେ ସଦାପ୍ରଭୁ, ମାେ ପ୍ରତି ଦୟା ଦଖାଇବୋକୁ ସ୍ମରଣ କର। ମାେତେ ଠିକ୍ ସହେିପରି ସ୍ନହପେୂର୍ଣ୍ଣ କରୁଣା ଦଖାେଅ, ୟାହାକି ତୁମ୍ଭେ ସର୍ବଦା ଦଖାଇେଅଛ। |
7
|
ମୁଁ ୟୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ୟାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମାେତେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାରେ ବାନ୍ଧି ରଖ। |
8
|
ସଦାପ୍ରଭୁ ହିଁ ପ୍ରକୃତରେ ମହାନ୍। ସେ ପାପୀକୁ ଉଚିତ ମାର୍ଗରେ ଚାଲିବାକୁ ନିର୍ଦ୍ଦଶେ ଦିଅନ୍ତି। |
9
|
ସେ ଶୋଚନୀଯ ଲୋକକୁ ବିଚାର ମାର୍ଗ ଦଖାେନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଚାଲିବାକୁ ପ୍ରରେିତ କରନ୍ତି। |
10
|
ସଦାପ୍ରଭୁ ସହେିମାନଙ୍କ ପ୍ରତି ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିଯମ ଓ ପ୍ରତିଜ୍ଞା ମାନି ଚଳନ୍ତି। |
11
|
ହେ ସଦାପ୍ରଭୁ, ମୁଁ ଜୀବନରେ ଅନକେ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବଦା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ ମାରେ କ୍ଷମା ହାଇେଛି। କାରଣ ତୁମ୍ଭେ ମହାନ୍। |
12
|
ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି। |
13
|
ସହେି ବ୍ଯକ୍ତି ଅତି ଆନନ୍ଦରେ ଜୀବନୟାପନ କରିବ ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ବରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ। |
14
|
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି। |
15
|
ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମାେତେ ମାରେ ବିପଦରୁ ମୁକ୍ତ କରନ୍ତି। |
16
|
ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ। ତୁମ୍ଭର କୃପାଦୃଷ୍ଟି ମାେ ଉପରେ ପକାଅ। |
17
|
ମାେତେ ବିପଦରୁ ମୁକ୍ତ କର। ମାରେ ସମସ୍ଯାର ସମାଧାନରେ ସହାୟକ ହୁଅ। |
18
|
ହେ ସଦାପ୍ରଭୁ ମାରେ ଦୁଃଖ ଓ କ୍ଲେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମାେତେ କ୍ଷମା କର। |
19
|
ମାରେ ଶତ୍ରୁମାନଙ୍କୁ ଥରେ ଚାହଁ। ସମାନେେ ମାେତେ ଘୃଣା କରନ୍ତି ଓ ଆଘାତ କରିବାକୁ ଚାହାଁନ୍ତି। |
20
|
ହେ ସଦାପ୍ରଭୁ, ମାରେ ପ୍ରାଣ ରକ୍ଷା କର। ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି। ତଣେୁ ମାେତେ ନିରାଶ କର ନାହିଁ। |
21
|
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ୍। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର। |
22
|
ହେ ପରମେଶ୍ବର, ଇଶ୍ରାୟେଲର ଲୋକମାନଙ୍କୁ ସମାନଙ୍କେ ଶତ୍ରୁ କବଳରୁ ରକ୍ଷା କର। |
Psalms 25:20 Oriya Language Bible Words basic statistical display
COMING SOON ...