English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 3 Verses

1 ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ । ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି । ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ ।
2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ । [ସେଲା
3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ ।
4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା
5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି ।
6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ ।
7 ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର । କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ ।
8 ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ । [ସେଲା
×

Alert

×