1
|
ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ। |
2
|
ବିନଯୀ ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ। ମାରେ ଆତ୍ମା ସଦାପ୍ରଭୁଙ୍କ ଧ୍ଯାନରେ ବ୍ଯାକୁଳ ହେଉଅଛି। |
3
|
ମାେ ସହିତ ପରମେଶ୍ବରଙ୍କ ମାହାତ୍ମ୍ଯ ପ୍ରକାଶ କର। ତାଙ୍କ ନାମର ମହିମା କୀର୍ତ୍ତନ କର। |
4
|
ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କଲି। ସେ ମାେତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ। |
5
|
ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ବୀକାର କରାୟିବ। ଏଥିରେ ଲଜ୍ଜିତ ହବୋର କିଛି ନାହିଁ। |
6
|
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ। |
7
|
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସମାନଙ୍କେ ପାଖରେ ଥାଆନ୍ତି, ସେ ସମାନଙ୍କେୁ ଉଦ୍ଧାର କରନ୍ତି। |
8
|
ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ। |
9
|
ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ବରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ବରଙ୍କ ଉପାସନା କରନ୍ତି, ସମାନେେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥାନ୍ତି। |
10
|
ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଓ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ। |
11
|
ହେ ପିଲାମାନେ, ଆସ ମାେ କଥା ଶୁଣ। ଓ ମୁଁ ତୁମ୍ଭକୁ କିପରି ସଦାପ୍ରଭୁଙ୍କୁ ସମ୍ମାନ କରାୟାଏ ଶିକ୍ଷା ଦବେି। |
12
|
ୟଦି ଜଣେ ବ୍ଯକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମଯ ଜୀବନୟାପନ କରିବାକୁ ଇଚ୍ଛା କରେ। |
13
|
ସହେି ବ୍ଯକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର ଓ ସେ ମିଥ୍ଯା କହିବା ଉଚିତ୍ ନୁହେଁ। |
14
|
ମନ୍ଦ କାର୍ୟ୍ଯ କରିବା ବନ୍ଦ କର। କବଳେ ଉତ୍ତମ କାର୍ୟ୍ଯ କର। ଶାନ୍ତି ପାଇଁ କାର୍ୟ୍ଯ କର। ଶାନ୍ତି ପାଇଲା ପର୍ୟ୍ଯନ୍ତ ଶାନ୍ତି ପଛରେ ଦୌଡ଼। |
15
|
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି। |
16
|
କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ସମାନଙ୍କେ ବିରୁଦ୍ଧରେ ୟାଆନ୍ତି। ସେ ସମାନଙ୍କେୁ ସଂପୂର୍ଣ୍ଣ ଭାବେ ଧ୍ବଂସ କରନ୍ତି। |
17
|
ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡ଼ାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ। |
18
|
ଯେତବେେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସମାନେେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସହେି ଶାଚେନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସମାନଙ୍କେୁ ଉଦ୍ଧାର କରନ୍ତି। |
19
|
ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ। |
20
|
ସଦାପ୍ରଭୁ ସମାନଙ୍କେ ଶରୀରର ଅସ୍ଥିକୁ ରକ୍ଷା କରିବେ ୟପରେିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦବେେ ନାହିଁ। |
21
|
କିନ୍ତୁ ବିପଦ ସହେି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚଯ ବିନଷ୍ଟ କରିବ। ଉତ୍ତମ ବ୍ଯକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦବେେ। |
22
|
ସଦାପ୍ରଭୁ, ସହେି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି। ଯେଉଁ ବ୍ଯକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କବେେ ହେଲେ ସମାନଙ୍କେୁ ଧ୍ବଂସ ହବୋକୁ ଦବେେ ନାହିଁ। |
Psalms 34:22 Oriya Language Bible Words basic statistical display
COMING SOON ...