1
|
ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି। |
2
|
ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ। |
3
|
ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ। |
4
|
ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ। |
5
|
ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭଦେ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ। |
6
|
ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ। |
7
|
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ। |
8
|
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି। |
9
|
ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି। |
10
|
ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ। |
11
|
ତୁମ୍ଭର ସୌନ୍ଦର୍ୟ୍ଯରେ ରାଜା ମୁଗ୍ଦ ହବେେ। ସେ ତୁମ୍ଭର ନୂତନ ପତି ହବେେ, ତଣେୁ ତୁମ୍ଭେ ସମାନଙ୍କେୁ ପ୍ରଣାମ କରିବା ଉଚିତ୍। |
12
|
ସୋର ଦେଶର ଧନଶାଳୀ ବ୍ଯକ୍ତିମାନେ ତୁମ୍ଭକୁ ଉପହାର ଦବୋକୁ ଉପସ୍ଥିତ ହବେେ। ସମାନେେ ତୁମ୍ଭର ପକ୍ଷପାତ ଲୋଡ଼ିବେ। |
13
|
ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି। |
14
|
ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି। |
15
|
ସମାନେେ ଆନନ୍ଦ ଉଲ୍ଲାସରେ ଆସିବେ। ସମାନେେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ। |
16
|
ସମାନଙ୍କେର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହବେେ। ସାରା ଦେଶରେ ତୁମ୍ଭେ ସମାନଙ୍କେୁ ଶାସନ କରିବ। |
17
|
ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ। |
Psalms 45:1 Oriya Language Bible Words basic statistical display
COMING SOON ...