1
|
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ। |
2
|
ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ। |
3
|
ଯେତବେେଳେ ସମୁଦ୍ର ଅଶାନ୍ତ ଓ ଅଧିକାର ହାଇୟୋଏ ଏବଂ ପର୍ବତଗୁଡ଼ିକ ଥରିଉେଠ, ତଥାପି ଆମ୍ଭେ ଭୟଭୀତ ହବୋ ନାହିଁ। |
4
|
ଏପରି ଏକ ନଦୀ ଅଛି ୟାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ବରଙ୍କ ନଗରୀକୁ ଆନନ୍ଦିତ କରୁଛି। |
5
|
ପରମେଶ୍ବର ସହେି ନଗରୀରେ ବାସ କରନ୍ତି। ଏହା କବେେ ବି ଧ୍ବଂସ ପାଇବ ନାହିଁ। ପରମେଶ୍ବର ଏପରିକି ସୂର୍ୟେ୍ଯାଦଯ ପୂର୍ବରୁ ସାହାୟ୍ଯ କରିବାକୁ ଉପସ୍ଥିତ ଥାନ୍ତି। |
6
|
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ। |
7
|
ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। |
8
|
ସଦାପ୍ରଭୁ ସୃଷ୍ଟି କରିଥିବା ସହେି ଆଶ୍ଚର୍ୟ୍ଯଜନକ ବସ୍ତୁକୁ ଦେଖ। ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ବଂସ କରିପାରନ୍ତି। |
9
|
ସଦାପ୍ରଭୁ ଏ ପୃଥିବୀର ୟେକୌଣସି ସ୍ଥାନରେ ଚାହିଁଲେ ୟୁଦ୍ଧ ବନ୍ଦ କରିପାରିବେ। ୟଦି ସେ ଚା ହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରିପାରିବେ, ସେ ଢ଼ାଲକୁ ପୋଡ଼ି ଦଇପୋରିବେ। |
10
|
ପରମେଶ୍ବର କହନ୍ତି, "ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।" |
11
|
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ। |
Psalms 46:8 Oriya Language Bible Words basic statistical display
COMING SOON ...