1
|
ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର। |
2
|
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି। |
3
|
ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାୟ୍ଯ କରନ୍ତି। ସେ ସହେି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି। |
4
|
ପରମେଶ୍ବର ଆମ୍ଭମାନଙ୍କୁ ଦେଶ ଦବୋ ପାଇଁ ମନୋନୀତ କରିଛନ୍ତି। ସେ ୟାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥଲେ। |
5
|
ସଦାପ୍ରଭୁ ଯେତବେେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି ସେତବେେଳେ ତୂରୀ ଓ ଜଯଜଯକାର ନାଦରେ ଗଗନ ପବନ ମୁଖରିତ ହୁଏ। |
6
|
ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର। |
7
|
ପରମେଶ୍ବର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତଣେୁ ତାଙ୍କର ମହିମା ଗାନ କର। |
8
|
ପରମେଶ୍ବର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ବର ସମସ୍ତ ରାଜ୍ଯମାନଙ୍କୁ ଶାସନ କରନ୍ତି। |
9
|
ସହେି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସମାନେେ ଅବ୍ରହାମର ପରମେଶ୍ବରଙ୍କ ରାଜ୍ଯର ଲୋକମାନଙ୍କ ସହିତ ମିଶନ୍ତି। ସହେିସବୁ ନେତାମାନେ ପରମେଶ୍ବରଙ୍କ ଆଶ୍ରିତ। ପରମେଶ୍ବର ସମାନଙ୍କେ ଉର୍ଦ୍ଧ୍ବରେ ଅଟନ୍ତି। |
Psalms 47:6 Oriya Language Bible Words basic statistical display
COMING SOON ...