1
|
ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯଗୁଡ଼ିକ ବିଷଯରେ କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରନ୍ତି ଏବଂ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ସମାନଙ୍କେୁ କହନ୍ତି। |
2
|
ପରମ ସୌନ୍ଦର୍ୟ୍ଯମଯୀ ପରମେଶ୍ବର, ବାକ୍ଯସବୁ ସିୟୋନ୍ ପର୍ବତରେ ଥିବା ମନ୍ଦିରରେ କୁହାୟାଏ। ସହେି ମନ୍ଦିର ପର୍ବତକୁ ଶାେଭା ମଣ୍ଡିତ କରିଥାଏ। |
3
|
ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି। |
4
|
ଆମ୍ଭର ପରମେଶ୍ବର ଆକାଶ ଓ ପୃଥିବୀକୁ ଡ଼ାକି କହିଲେ, ତୁମ୍ଭେ ଶୁଣ, ମୁଁ ପରମେଶ୍ବରଙ୍କର ଲୋକମାନଙ୍କର ବିଚାର କରିବି। |
5
|
ପରମେଶ୍ବର କହନ୍ତି, " ମାରେ ଅନୁସରଣକାରୀଗଣ, ମାେ ଚତୁଃପାଶର୍ବରେ ଏକତ୍ରୀତ ହୁଅ। ମାରେ ଉପାସକଗଣ, ଯେଉଁମାନେ ମାେ ସହିତ ଚୁକ୍ତି କଲ, ତୁମ୍ଭମାନେେ ଆସ।" |
6
|
ପରମେଶ୍ବର ହେଉଛନ୍ତି ବିଚାରକର୍ତ୍ତା। ସ୍ବର୍ଗ ତାଙ୍କର ନ୍ଯାଯ ପ୍ରିଯତାକୁ ବର୍ଣ୍ଣନା କରେ। |
7
|
ପରମେଶ୍ବର କହନ୍ତି, "ଇଶ୍ରାୟେଲର ଅଧିବାସୀଗଣ, ମାରେ ଅନୁଗାମୀମାନେ ମାରେ କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦଖାଇବେି ୟାହା ତୁମ୍ଭ ବିରୁଦ୍ଧରେ ୟିବ। ମୁଁ ହିଁ ପରମେଶ୍ବର, ତୁମ୍ଭର ପରମେଶ୍ବର। |
8
|
ମୁଁ ତୁମ୍ଭର ବଳିଦାନ ବିଷଯରେ ଅଭିଯୋଗ କରୁ ନାହିଁ। ତୁମ୍ଭେ ଇଶ୍ରାୟେଲର ଅଧିବାସୀଗଣ ପ୍ରତିଦିନ ମାେ ପାଇଁ ହାମବେଳି ଆଣୁଅଛ। ତୁମ୍ଭେ ତାହାକୁ ମାେତେ ପ୍ରତିଦିନ ଅର୍ପଣ କରୁଅଛ। |
9
|
ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନବେି ନାହିଁ କି ମୁଁ ତୁମ୍ଭର ଗୁହାଳରୁ ଛଳେିମାନଙ୍କୁ ନବେି ନାହିଁ। |
10
|
ମୁଁ ସହେି ପଶୁମାନଙ୍କୁ ଚା ହେଁ ନାହିଁ। ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମାରେ ଅଟନ୍ତି। ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥାଆନ୍ତି ସମାନଙ୍କେର ମାଲିକ ମୁଁ ଅଟେ। |
11
|
ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ। ଖାେଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମାରେ ଅଟେ। |
12
|
ମୁଁ ଭୋକିଲା ନୁହେଁ, ୟଦି ମୁଁ ଭୋକିଲା ଥାନ୍ତି, କବେେ ହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥାନ୍ତି। ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମାରେ ଅଧୀନ ଅଟେ। |
13
|
ମୁଁ ଷଣ୍ଢର ମାଂସ ଖାଏ ନାହିଁ। ମୁଁ ଛଳେିର ରକ୍ତ ପିଏ ନାହିଁ।" |
14
|
ସର୍ବୋପରିସ୍ଥ ପରମେଶ୍ବରଙ୍କଠାରେ ତୁମ୍ଭେ ୟାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର। |
15
|
ପରମେଶ୍ବର କହନ୍ତି, "ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।" |
16
|
ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, "ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ। |
17
|
କାରଣ ତୁମ୍ଭମାନେେ ଆନନ୍ଦିତ ନୁହଁ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ। ତୁମ୍ଭମାନେେ ମାରେ କଥାକୁ ଘୃଣା କର। ତୁମ୍ଭମାନେେ ମାରେ କଥାକୁ ଅବଜ୍ଞା କର। |
18
|
ତୁମ୍ଭେ ଗୋଟିଏ ଚୋରକୁ ଦେଖ ଓ ତା'ସହ ଦୌଡ଼ିୟାଇ ମିଶିୟାଅ। ଯେତବେେଳେ ବ୍ଯଭିଚାରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ। |
19
|
ତୁମ୍ଭମାନେେ ସର୍ବଦା ମନ୍ଦକାର୍ୟ୍ଯ କର ଓ ମିଥ୍ଯା କୁହ। |
20
|
ତୁମ୍ଭେ ନିରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କୁହ, ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷଯରେ ନିନ୍ଦା କରୁଅଛ। |
21
|
ଅତୀତରେ, ତୁମ୍ଭେ ମନ୍ଦକାର୍ୟ୍ଯ କଲ। ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନଇେଛ ମୁଁ ମଧ୍ଯ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହିପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି। |
22
|
ହେ ଲୋକମାନେ ତୁମ୍ଭେ ପରମେଶ୍ବରଙ୍କୁ ଭୁଲି ୟାଇଛ। ତଣେୁ ତୁମ୍ଭମାନେେ ଭଲଭାବେ ବୁଝିବା ଉଚିତ୍ ୟେ ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦବେି। ୟଦି ତାହା ଘଟେ ତବେେ ତୁମ୍ଭକୁ କୌଣସି ବ୍ଯକ୍ତି ଉଦ୍ଧାର କରିପାରିବେ ନାହିଁ। |
23
|
ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।" |
Psalms 50:7 Oriya Language Bible Words basic statistical display
COMING SOON ...