1
|
ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର। |
2
|
ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ। |
3
|
ତୁମ୍ଭେ ମାରେ ନିରାପଦ ଆଶ୍ରଯସ୍ଥଳୀ! ମାରେ ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମାରେ ଉଚ୍ଚ ଦୁର୍ଗ। |
4
|
ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଚା ହେଁ। ମୁଁ ତୁମ୍ଭ ପକ୍ଷର ଛାଯାରେ ଆଶ୍ରଯ ନବେି। |
5
|
ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ। |
6
|
ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର। ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ। |
7
|
ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର। |
8
|
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି। |
Psalms 61:1 Oriya Language Bible Words basic statistical display
COMING SOON ...