1
|
ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର! |
2
|
ତାହାଙ୍କ ନାମର ମହିମା ଗାନ କର। ସ୍ତୁତି ଗାନ କରି ଗୌରବାନ୍ବିତ କର। |
3
|
ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍ ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି! |
4
|
ସମୁଦାଯ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାଯ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ। ପ୍ରେତ୍ୟକକ ବ୍ଯକ୍ତି ଗୀତ ଦ୍ବାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ। |
5
|
ଦେଖ, ଯେଉଁ ସବୁ କାର୍ୟ୍ଯ ପରମେଶ୍ବର କରିଛନ୍ତି। ସେ ସମସ୍ତ କାର୍ୟ୍ଯ ଆମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କରେ। |
6
|
ପରମେଶ୍ବର ପର୍ୟ୍ଯାଯକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ। ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଚାଲିଲେ। |
7
|
ପରମେଶ୍ବର ତାଙ୍କର ମହାନ୍ ଶକ୍ତିରେ ପୃଥିବୀରେ ଶାସନ କରନ୍ତି। ପରମେଶ୍ବର ଜାତିଗଣକୁ ନିରୀକ୍ଷଣ କରନ୍ତି। ତାଙ୍କ ବିପକ୍ଷରେ ଜିଦ୍ଖୋର ହାଇେ ବିଦ୍ରୋହୀ ଭାବେ ଛିଡ଼ା ହବୋ ଉଚିତ୍ ନୁହେଁ। |
8
|
ହେ ମାନବ ସମାଜ, ଆମ୍ଭ ପରମେଶ୍ବରଙ୍କର ପ୍ରଶଂସାଗାନ କର। ଉଚ୍ଚ ସ୍ବରରେ ତାଙ୍କର ମହିମା ଗାନ କର। |
9
|
ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି। |
10
|
ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ। ୟପରେି ଅଗ୍ନିରେ ଲୋକମାନେ ରୂପକୁ ପରୀକ୍ଷା କରନ୍ତି। |
11
|
ପରମେଶ୍ବର ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ। ତୁମ୍ଭେ ଆମ୍ଭକୁ ଭାଗୀ ବୋଝ ଦଇେଅଛ। |
12
|
ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସମାନଙ୍କେର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ୟିବାକୁ ଦଇେଛ। ତୁମ୍ଭେ ଅଗ୍ନି ଓ ଜଳ ମଧ୍ଯ ଦଇେ ଚାଲିବାକୁ କହିଛ। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନଇେ ଆସିଛ। |
13
|
ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି। ମୁଁ ତୁମ୍ଭ ଆଗରେ ଶପଥ କରିଛି। ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି। |
15
|
ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି। ମୁଁ ମଷେ ସହିତ ସମାନଙ୍କେର ସୁଗନ୍ଧି ପ୍ରଦାନ କରିବି। ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। |
16
|
ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି। |
17
|
ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି। ମୁଁ ତାଙ୍କର ପ୍ରଶଂସା କରିଥିଲି। |
18
|
ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ। |
19
|
ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି। |
20
|
ପରମେଶ୍ବରଙ୍କର ପ୍ରଶଂସା କର !ପରମେଶ୍ବର ମାେ ପାଖରୁ ମୁହଁ ଫରୋଇ ନାହାନ୍ତି। ସେ ମାରେ ପ୍ରାର୍ଥନା ଶୁଣିଛନ୍ତି। ପରମେଶ୍ବର ତାଙ୍କର ପ୍ରମେ ମାେତେ ଦଖାଇେଛନ୍ତି। |
Psalms 66:2 Oriya Language Bible Words basic statistical display
COMING SOON ...