1
|
ପରମେଶ୍ବର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ଯାଗ କଲ ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ୟେ ତୁମ୍ଭର ନିଜ ଦଳ? |
2
|
ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ। ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ ଏବଂ ସିଯୋନ୍ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ। |
3
|
ପରମେଶ୍ବର, ସହେି ପ୍ରାଚୀନର ଭଗ୍ନାବଶଷେ ଉପରେ ଚାଲନ୍ତୁ। ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ। |
4
|
ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ୟୁଦ୍ଧ ଧ୍ବନି କଲେ। ସମାନେେ ତାଙ୍କର ବିଜଯଧ୍ବଜା ମନ୍ଦିର ଉପରେ ଉଡ଼ାଇଲେ। |
5
|
ଜଙ୍ଗଲରେ କୁରାଢ଼ୀ ବ୍ଯବହାର କରୁଥିବା ଲୋକମାନଙ୍କ ପରି ଶତ୍ରୁ ସୈନ୍ଯମାନେ ଦଖାଯାେଉଥିଲେ। |
6
|
ହେ ପରମେଶ୍ବର, ସମାନେେ କୁରାଢ଼ି ଓ ଟାଙ୍ଗିଆ ଦ୍ବାରା ତୁମ୍ଭ ମନ୍ଦିରର ଖାଦେିତ କାଠ ପଟାଗୁଡ଼ିକ ନଷ୍ଟ କଲେ। |
7
|
ସହେି ସୈନ୍ଯଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ। ସହେି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହାଇେଥିଲା, କିନ୍ତୁ ସମାନେେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ। |
8
|
ସମାନେେ ନିଷ୍ପତ୍ତି କଲେ, ଆମ୍ଭମାନଙ୍କୁ ପୂରାପୂରି ଧ୍ବଂସ କରିବାକୁ ସମାନେେ ଦେଶ ମଧ୍ୟରେ ପରମେଶ୍ବରଙ୍କର ସକଳ ପବିତ୍ରସ୍ଥାନ ଦଗ୍ଦ କରି ଦେଲେ। |
9
|
ଆମ୍ଭମାନେେ ନିଜ ଚିହ୍ନସବୁ ଦେଖୁ ନାହୁଁ। କୌଣସି ଭବିଷ୍ଯଦ୍ବକ୍ତା ଆଉ ନାହାନ୍ତି। କ'ଣ କରିବାକୁ ହବେ କହେି ଜାଣନ୍ତି ନାହିଁ। |
10
|
ହେ ପରମେଶ୍ବର, ଶତ୍ରୁମାନେ କେତକୋଳ ତୁମ୍ଭର ନିନ୍ଦା କରିବେ ? ତୁମ୍ଭେ ଚିରଦିନ କ'ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦବେ ? |
11
|
ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାୟ୍ଯ କରିବ ନାହିଁ ? ତୁମ୍ଭେ ଆପଣା ମହାଶକ୍ତିକୁ ବ୍ଯବହାର କରି ଶତ୍ରୁମାନଙ୍କୁ ପରାଜଯ କର। |
12
|
ହେ ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହେଉଅଛ। ଏହି ଦେଶରେ ବହୁତ ୟୁଦ୍ଧରେ ଜିତିବାରେ ଆମ୍ଭକୁ ସାହାୟ୍ଯ କରିଛ। |
13
|
ହେ ପରମେଶ୍ବର, ତୁମ୍ଭେ ଆପଣା ମହାନ୍ ଶକ୍ତିକୁ ବ୍ଯବହାର କରି ଲୋହିତ ସମୁଦ୍ରକୁ ଦୁଇଭାଗ କର। |
14
|
ତୁମ୍ଭେ ସମୁଦ୍ରରେ ଥିବା ମହାନ୍ ରାକ୍ଷସକୁ ବଧ କଲ। ତୁମ୍ଭେ ଲିବିଯାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ। ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦଲେ। |
15
|
ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ। |
16
|
ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ। |
17
|
ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ। ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ। |
18
|
ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ୟେ, କିପରି ସହେି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ। |
19
|
ତୁମ୍ଭ କପୋତକୁ ବନ୍ଯ ପଶୁକୁ ସମର୍ପଣ କରି ନାହିଁ। ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲି ନାହିଁ। |
20
|
ଆମ୍ଭମାନଙ୍କ ଚୁକ୍ତି ପୂରଣ କର। ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ଯରେ ପରିପୂର୍ଣ୍ଣ ହେଲା। |
21
|
କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହବୋକୁ ଦିଅ ନାହିଁ। ଗରିବ ଏବଂ ଅଭାବୟୁକ୍ତ ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ। |
22
|
ପରମେଶ୍ବର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନୟାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର! |
23
|
ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କବେେ ଭୁଲିୟାଅ ନାହିଁ। ସମାନେେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି। |
Psalms 74:9 Oriya Language Bible Words basic statistical display
COMING SOON ...