1
|
ହେ ମାରେ ଲୋକମାନେ, ତୁମ୍ଭେ ମାରେ ଉପଦେଶକୁ ଶୁଣ। ମାହେର ବାକ୍ଯକୁ କର୍ଣ୍ଣପାତ କର, ୟାହା ମୁଁ କହୁଅଛି। |
2
|
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ୟାହାକି ବୁଝିବା ପାଇଁ କଷ୍ଟକର। |
3
|
ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସମାନଙ୍କେ ବିଷଯରେ ଭଲଭାବରେ ଜାଣିଛୁ। ୟାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ। |
4
|
ଆମ୍ଭମାନେେ ସମାନଙ୍କେ ବଂଶଧରମାନଙ୍କୁ ଏହା ଲୁଚାଇବାକୁ ନାହିଁ। ସମାନେେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍, ଏହା ଆମ୍ଭେ ଆମ୍ଭର ଆସୁଥିବା ପୀଢ଼ିକୁ କହିବୁ, ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ୟ୍ଯତା ୟାହା ସେ କଲେ ସସବେୁ ବିଷଯରେ ସମାନଙ୍କେୁ କହିବୁ। |
5
|
ସଦାପ୍ରଭୁ ୟାକୁବ ସହିତ ଏକ ଚୁକ୍ତି କଲେ। ପରମେଶ୍ବର ଇଶ୍ରାୟେଲକୁ ବ୍ଯବସ୍ଥା ପ୍ରଦାନ କଲେ। ପରମେଶ୍ବର ଆମର ପୂର୍ବ ପୁରୁଷମାନଙ୍କୁ ଆଜ୍ଞା ଦେଲେ। ସମାନଙ୍କେର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦବୋ ସମ୍ବନ୍ଧେ। |
6
|
ଏପରିକି ଯେଉଁ ପିଲାମାନେ ଜନ୍ମ ହବେେ, ସମାନେେ ସମାନଙ୍କେର ପିଲାମାନଙ୍କୁ ଜଣାଇବେ। ତା'ପରେ ସମାନେେ ୟବେେ ବଡ଼ ହବେେ ସମାନଙ୍କେର ପିଲାମାନଙ୍କୁ କହିବେ। |
7
|
ତଣେୁ ସମସ୍ତ ଲୋକ ପରମେଶ୍ବରଙ୍କର ଆଜ୍ଞା ମାନିବେ। ସମାନେେ କଦାପି ଭୁଲିବେ ନାହିଁ ୟେ ପରମେଶ୍ବର କ'ଣ କରିଥିଲେ। ସମାନେେ ଯତ୍ନ ସହକାରେ ପରମେଶ୍ବରଙ୍କ ଆଜ୍ଞାସବୁ ପାଳନ କରିବେ। |
8
|
ୟଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ବରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତବେେ ସମାନଙ୍କେର ସନ୍ତାନଗଣ ସମାନଙ୍କେର ପୂର୍ବପୁରୁଷଙ୍କ ପରି ହବେେ ନାହିଁ। ସମାନଙ୍କେ ପୂର୍ବପୁରୁଷଗଣ ପରମେଶ୍ବରଙ୍କ ବିରୋଧରେ ଗଲେ। ଏବଂ ସମାନେେ ତାଙ୍କ ଆଦେଶ ମାନିଲେ ନାହିଁ। ସମାନଙ୍କେର ହୃଦଯ ଦୃଢ଼ ପରମେଶ୍ବରଙ୍କଠାରେ ସମର୍ପିତ ନ ଥିଲା। ସମାନଙ୍କେର ଆତ୍ମା ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନ ଥିଲା। |
9
|
ଇଫ୍ରଯିମର ଲୋକମାନେ ଅସ୍ତ୍ରଧାରଣ କରିଥିଲେ, ମାତ୍ର ସମାନେେ ୟୁଦ୍ଧ ହବୋ ଦିନରେ ପଳାଯନ କଲେ। |
10
|
ସମାନେେ ପରମେଶ୍ବରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ। ସମାନେେ ତାଙ୍କର ବ୍ଯବସ୍ଥା ମାନିବାକୁ ଅସ୍ବୀକାର କଲେ। |
11
|
ସମାନେେ ପରମେଶ୍ବର କରିଥିବା ମହତ କାର୍ୟ୍ଯ ଭୁଲିଗଲେ। ପରମେଶ୍ବର ସମାନଙ୍କେୁ ଦଖାଇେଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ। |
12
|
ପରମେଶ୍ବର ତାଙ୍କର ମହାନଶକ୍ତି ସିୟୋନ୍ ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦଖାଇେଥିଲେ। |
13
|
ପରମେଶ୍ବର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ ଏବଂ ସେ ଦୁଇପାଶର୍ବର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ଯମାନ କରାଇଲେ। |
14
|
ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ବର ମେଘଦ୍ବାରା ଓ ଅଗ୍ନିତଜେ ଦ୍ବାରା ସମାନଙ୍କେୁ ପଥ କଢ଼ାଇଲେ। |
15
|
ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ। |
16
|
ପରମେଶ୍ବର, ଶୈଳରୁ ଝର ବାହାର କରାଇଲେ ଏବଂ ଏହାର ଜଳ ନଦୀପରି ବୋହିଲା। |
17
|
ତଥାପି ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧରେ ପାପ କରି ଚାଲିଲେ। ସମାନେେ ମରୁଭୂମିରେ ସର୍ବୋପରିସ୍ଥ ପରମେଶ୍ବରଙ୍କର ବିଦ୍ରୋହାଚରଣ କଲେ। |
18
|
ଏହାପରେ ସହେି ଲୋକମାନେ ପରମେଶ୍ବରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନଲେେ। ସମାନେେ ପରମେଶ୍ବରଙ୍କୁ ଖାଦ୍ୟ ମାଗିଲେ। ୟାହା ସମାନେେ ଇଚ୍ଛା କରିଥିଲେ। |
19
|
ସମାନେେ ପରମେଶ୍ବରଙ୍କୁ ଅଭିଯୋଗ କଲେ ଏବଂ କହିଲେ, "କ'ଣ ପରମେଶ୍ବର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦଇେ ପାରିବେ? |
20
|
ଏହା ସତ୍ଯ ୟେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା, ସେ ମଧ୍ଯ କଗ୍ଦଣ ଆମ୍ଭକୁ ରୋଟୀ ଦଇେ ପାରିବେ ? ସେ କଗ୍ଦଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦଇେ ପାରିବେ ?" |
21
|
ସହେି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ, ପରମେଶ୍ବର ୟାକୁବ ଉପରେ ବହୁତ କୋର୍ଧ ହେଲେ ଓ ପରମେଶ୍ବର ଇଶ୍ରାୟେଲ ବିରୁଦ୍ଧରେ ବହୁତ କୋର୍ଧାନ୍ବିତ ହେଲେ। |
22
|
କାହିଁକି ? କାରଣ ଲୋକମାନେ ତାଙ୍କ ଉପରେ ଆଶ୍ରିତ ହେଲେ ନାହିଁ। ପରମେଶ୍ବର ସମାନଙ୍କେୁ ରକ୍ଷା କରିବେ ବୋଲି ସମାନେେ ବିଶ୍ବାସ କଲେ ନାହିଁ। |
23
|
କିନ୍ତୁ ଏହାପରେ ପରମେଶ୍ବର ଉପରିସ୍ଥ ମେଘମାଳାକୁ ଉନ୍ମୋଚନ କଲେ ଓ ଆକାଶର ଦ୍ବାର ଖାଲିେଲେ। |
24
|
ଭୋଜନର୍ଥେ ସମାନଙ୍କେ ଉପରେ ମାନ୍ନା ବର୍ଷା କରାଇଲେ ଏବଂ ସେ ସମାନଙ୍କେୁ ସ୍ବର୍ଗର ଶସ୍ଯ ପ୍ରଦାନ କଲେ। |
25
|
ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ। ପରମେଶ୍ବର, ସମାନେେ ଖାଇ ତୃପ୍ତି ହବୋ ପର୍ୟ୍ଯନ୍ତ ସହେି ସବୁ ପ୍ରକାର ଖାଦ୍ୟ ୟୋଗାଇଲେ। |
26
|
ପରମେଶ୍ବର ଆକାଶରେ ପୂର୍ବୀଯବାଯୁ ବହାଇଲେ ଓ ସେ ତାଙ୍କର ଶକ୍ତି ଦ୍ବାରା ଦକ୍ଷିଣବାଯୁ ଆଣିଲେ। |
27
|
ପରମେଶ୍ବର ତାଙ୍କର ଲୋକମାନଙ୍କ ଉପରେ ସମାନଙ୍କେର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ। ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ଯ ବହୁତ ଥିଲେ। |
28
|
ଏହି ପକ୍ଷୀମାନେ ସମାନଙ୍କେ ତମ୍ବୁର ଚତୁର୍ଦ୍ଦିଗରେ ଛାଉଣୀ ଭିତରେ ପଡ଼ିଲେ। |
29
|
ସମାନେେ ତୃପ୍ତି ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ୟାହା ଚାହିଁଲେ, ପରମେଶ୍ବର ସମାନଙ୍କେୁ ଦେଲେ। |
30
|
ସମାନେେ ସମାନଙ୍କେର ପ୍ରାପ୍ତ ବସ୍ତ୍ରରେ ସନ୍ତୁଷ୍ଟ ହେଲେ ନାହିଁ। ତଣେୁ ସମାନଙ୍କେ ପାଟିରେ ଖାଦ୍ୟ ଅବିଚଳିତ ଥିଲା, |
31
|
ପରମେଶ୍ବର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କୋର୍ଧ ହେଲେ, ଏବଂ ସମାନଙ୍କେ ମଧ୍ଯରୁ ସବୁଠୁଁ ସ୍ବାସ୍ଥ୍ଯବାନ ଲୋକଙ୍କୁ ହତ୍ଯା କଲେ। ସେ ଇଶ୍ରାୟେଲର ଉତ୍ତମ ୟୁବକମାନଙ୍କୁ ତଳକୁ ଖସାଇ ଆଣିଲେ। |
32
|
କିନ୍ତୁ ଏହି ଲୋକମାନେ ପୁନରାଯ ପାପ କଲେ !ସମାନେେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯରେ ବିଶ୍ବାସ କଲେ ନାହିଁ। ୟାହା ପରମେଶ୍ବର କରିଥିଲେ। |
33
|
ପରମେଶ୍ବର ସମାନଙ୍କେର ଦିନଗୁଡ଼ିକୁ ନିଶ୍ବାସ ପରି ଶୀଘ୍ର ସମାପ୍ତ କଲେ। ସେ ସମାନଙ୍କେର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ। |
34
|
ଯେତବେେଳେ ପରମେଶ୍ବର ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିଲେ, ଅନ୍ୟମାନେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ ଏବଂ ତାଙ୍କଠାରୁ ସାହାୟ୍ଯ ପାଇବା ପାଇଁ ଉତ୍କଣ୍ଠିତ ହେଲେ। |
35
|
ସମାନେେ ମନେ କଲେ ୟେ, ପରମେଶ୍ବର ସମାନଙ୍କେର ଶୈଳ ଥିଲେ ଏବଂ ସହେି ସର୍ବୋପରିସ୍ଥ ପରମେଶ୍ବର ସମାନଙ୍କେୁ ରକ୍ଷା କଲେ। |
36
|
କିନ୍ତୁ ସମାନେେ ନିଷ୍କପଟ ନ ଥିଲେ ଏବଂ ସମାନେେ ତାଙ୍କୁ ମିଛ କହିଲେ। |
37
|
ସମାନଙ୍କେର ହୃଦଯ ପରମେଶ୍ବରଙ୍କ ପ୍ରତି ପ୍ରକୃତରେ ନ ଥିଲା। ସମାନେେ ତାଙ୍କ ନିଯମରେ ବିଶ୍ବସ୍ତ ନ ଥିଲେ। |
38
|
କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ। |
39
|
ଆଉ ପରମେଶ୍ବର ସ୍ମରଣ କଲେ ସମାନେେ ମନୁଷ୍ଯମାତ୍ର, ସମାନେେ ବାଯୁତୁଲ୍ଯ, ୟାହା ବହିୟାଏ ଏବଂ ଫରେିଆସେ ନାହିଁ। |
40
|
ସହେି ଲୋକମାନେ ମରୁଭୂମି ମଧ୍ୟରେ କେତେଥର ପରମେଶ୍ବରଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସମାନେେ ତାଙ୍କୁ ଦୁଃଖିତ କଲେ। |
41
|
ସମାନେେ ବାରମ୍ବାର ପରମେଶ୍ବରଙ୍କୁ ପରୀକ୍ଷା କଲେ। ସମାନେେ ପ୍ରକୃତରେ ଇଶ୍ରାୟେଲର ପବିତ୍ର ସ୍ବରୂପଙ୍କୁ ବିରକ୍ତ କଲେ। |
42
|
ସହେି ଲୋକମାନେ ପରମେଶ୍ବରଙ୍କର ଶକ୍ତିକୁ ଭୁଲିଗଲେ। ସମାନେେ ଭୁଲିଗଲେ ୟେ, ପରମେଶ୍ବର ସମାନଙ୍କେୁ ସମାନଙ୍କେର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ। |
43
|
ସମାନେେ ମିଶରର ଆଶ୍ଚର୍ୟ୍ଯ କର୍ମ ଏବଂ ସିୟୋନ୍ କ୍ଷେତ୍ରରେ ଆଶ୍ଚର୍ୟ୍ଯ କର୍ମମାନ ଭୁଲିଗଲେ। |
44
|
ପରମେଶ୍ବର ନଦୀର ଜଳକୁ ରକ୍ତ ସୋର୍ତରେ ପରିଣତ କଲେ। ମିଶରୀଯମାନେ ପିଇବା ପାଇଁ ପାଣି ପାଇଲେ ନାହିଁ। |
45
|
ପରମେଶ୍ବର ସମାନଙ୍କେ ମଧ୍ଯରୁ ଦଂଶକ ଝିଙ୍କ ପଠାଇଲେ। ସସବେୁ ସମାନଙ୍କେୁ ଗ୍ରାସ କଲେ ଓ ସମାନଙ୍କେୁ ବିନାଶ କଲେ। |
46
|
ପରମେଶ୍ବର ସମାନଙ୍କେ ଫସଲକୁ କୀଟ ପଠାଇଲେ। ସମାନଙ୍କେର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ। |
47
|
ସେ ଶିଳାଦ୍ବାରା ସମାନଙ୍କେ ଦ୍ରାକ୍ଷାଲତା ଓ ହିମଦ୍ବାରା ସମାନଙ୍କେ ବୃକ୍ଷ ଧ୍ବଂସ କଲେ। |
48
|
ପରମେଶ୍ବର କୁଆପଥର ଦ୍ବାରା ସମାନଙ୍କେ ପଶୁଗଣଙ୍କୁ ଓ ସମାନଙ୍କେ ପଲଗଣଙ୍କୁ ପ୍ରଜ୍ଜ୍ବଳିତ ବଜ୍ରାଘାତରେ ବଧ କଲେ। |
49
|
ପରମେଶ୍ବର ଆପଣା କୋର୍ଧ ମିଶର ଉପରେ ଦଖାଇେଲେ। ସମାନଙ୍କେ ବିରୁଦ୍ଧରେ ଦୂତଦଳ ପଠାଇଲେ। |
50
|
ପରମେଶ୍ବର ନିଜ କୋର୍ଧ ପାଇଁ ପଥ ପ୍ରସ୍ତୁତ କଲେ। ସେ ମୃତ୍ଯୁରୁ ସମାନଙ୍କେ ପ୍ରାଣ ରକ୍ଷା କଲେ ନାହିଁ। ମାତ୍ର ମହାମାରୀରେ ସମାନଙ୍କେ ଜୀବନକୁ ସମାପ୍ତ କଲେ। |
51
|
ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ଯା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ। |
52
|
ସେ ମଷେପାଳକ ପରି ତାଙ୍କର ଲୋକମାନଙ୍କର ନତେୃତ୍ବ ନଲେେ। ସେ ସମାନଙ୍କେୁ ମଷେତୁଲ୍ଯ ମରୁଭୂମି ମଧ୍ୟରେ ପଥ କଢ଼ାଇ ନଲେେ। |
53
|
ପରମେଶ୍ବର ନିଜ ଲୋକମାନଙ୍କୁ ନିରାପଦରେ ଚଳାଇଲେ। ତଣେୁ ସମାନେେ ଭୟଭୀତ ହେଲେ ନାହିଁ। କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ବର ଲୋହିତ ସମୁଦ୍ରରେ ବୁଡ଼ାଇଲେ। |
54
|
ପରମେଶ୍ବର ସମାନଙ୍କେୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ଯ ଦେଶକୁ ଆଣିଲେ, ୟାହା ସେ ତାଙ୍କ ଶକ୍ତିବଳରେ ନଇେଥିଲେ। |
55
|
ପରମେଶ୍ବର ଅନ୍ୟ ଜାତିମାନଙ୍କୁ ସହେି ଭୂମିରୁ ବିତାଡ଼ିତ କଲେ। ପରମେଶ୍ବର ସହେି ଭୂମିରୁ ପ୍ରେତ୍ୟକକଙ୍କୁ ତାଙ୍କର ଅଂଶ ଦେଲେ। ସେ ଇଶ୍ରାୟେଲର ପରିବାରବର୍ଗକୁ ସମାନଙ୍କେ ତମ୍ବୁରେ ରହିବାକୁ ଦେଲେ। |
56
|
କିନ୍ତୁ ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ଏବଂ ସମାନେେ ପରମେଶ୍ବରଙ୍କର ବାକ୍ଯ ପାଳନ କଲେ ନାହିଁ। |
57
|
ପରମେଶ୍ବରଙ୍କଠାରୁ ବିମୁଖ ହାଇେ ଇଶ୍ରାୟେଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ବାସଘାତକତା କଲେ। ସମାନେେ ଗୋଟିଏ ବୁମରୋଂ ତୁଲ୍ଯ ହେଲେ। ୟାହା ଫରେିଗଲା ଓ ଅନ୍ୟ ଦିଗରେ ଚାଲିଗଲା। |
58
|
କାରଣ ସମାନେେ ନିଜର ଉଚ୍ଚସ୍ଥଳୀ ଦ୍ବାରା ପରମେଶ୍ବରଙ୍କୁ ବିରକ୍ତ କଲେ। ଏବଂ ଆପଣାମାନଙ୍କ ଖାଦେିତ ପ୍ରତିମାଦ୍ବାରା ସମାନେେ ପରମେଶ୍ବରଙ୍କୁ ଇର୍ଷାନ୍ବିତ କଲେ। |
59
|
ପରମେଶ୍ବର ଏହା ଶୁଣିଲେ ଓ କୋର୍ଧ ହେଲେ। ଏବଂ ସେ ସଂପୂର୍ଣ୍ଣଭାବେ ଇଶ୍ରାୟେଲବାସୀଙ୍କୁ ପ୍ରତ୍ଯାଖ୍ଯାନ କଲେ। |
60
|
ପରମେଶ୍ବର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ଯାଗ କଲେ। ସହେି ତମ୍ବୁରେ ପରମେଶ୍ବର ମନୁଷ୍ଯମାନଙ୍କ ମଧ୍ୟରେ ରହୁଥିଲେ। |
61
|
ସେ ତାଙ୍କର ଶକ୍ତିର ପ୍ରତୀକକୁ କରାଯତ୍ତ କରିବା ପାଇଁ ଦେଲେ। ସେ ତାଙ୍କର " ଗୌରବର ପ୍ରତୀକକୁ" ଶତ୍ରୁମାନଙ୍କ ଦ୍ବାରା ନଇଗେଲେ। |
62
|
ପରମେଶ୍ବର ସମାନଙ୍କେ ସହିତ ବହୁତ ନିରାଶ ଥିଲେ। ସେ ନିଜ ଲୋକମାନଙ୍କୁ ମଧ୍ଯ ଖଡ୍ଗରେ ସମର୍ପି ଦେଲେ। |
63
|
ୟୁବକମାନେ ଅଗ୍ନିରେ ପୋଡ଼ି ମଲେ। ଏବଂ ସମାନଙ୍କେ କନ୍ଯାମାନଙ୍କର ବିବାହରେ ଅନ୍ୟ ବିବାହ-ଗୀତ ଶୁଣି ନାହିଁ। |
64
|
ୟାଜକଗଣ ହତ୍ଯା ହେଲେ। କିନ୍ତୁ ବିଧବାମାନେ ସମାନଙ୍କେ ପାଇଁ ବିଳାପ କରିବାକୁ ସୁଯୋଗ ଦେଲେ ନାହିଁ। |
65
|
ଶଷେରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି ଓ ଅତ୍ଯଧିକ ମଦିରା ହତେୁ ହର୍ଷନାଦକାରୀ ବୀର ପରି ଉଠିଲେ। |
66
|
ପୁଣି ପରମେଶ୍ବର ତାଙ୍କର ବିରୋଧୀକାରୀଙ୍କୁ ବଳପୂର୍ବକ ତଡ଼ି ଦେଲେ। ପରମେଶ୍ବର ତାଙ୍କର ଶତ୍ରୁଗଣଙ୍କୁ ପରାସ୍ତ କଲେ ଓ ଚିରକାଳ ପାଇଁ ଅପମାନିତ କଲେ। |
67
|
କିନ୍ତୁ ସେ ୟୋଷଫେ ପରିବାରକୁ ଅଗ୍ରାହ୍ଯ କଲେ। ପରମେଶ୍ବର ଇଫ୍ରଯିମ ଗୋଷ୍ଠୀକୁ ଗ୍ରହଣ କଲେ ନାହିଁ। |
68
|
ନାଁ, ପରମେଶ୍ବର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିଯ ସଯୋନ୍ ପର୍ବତକୁ ମନୋନୀତ କଲେ। |
69
|
ପରମେଶ୍ବର ଉଚ୍ଚତମ ସ୍ବର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ। ଚିରସ୍ଥାଯୀ ପୃଥିବୀ ତୁଲ୍ଯ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ। |
70
|
ପରମେଶ୍ବର ଦାଉଦଙ୍କୁ ତାଙ୍କର ବିଶଷେ ଦାସରୂପେ ମନୋନୀତ କଲେ ଓ ମଷେ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ। |
71
|
ସେ ଦାଉଦଙ୍କୁ ମଷେ ଓ ମଷେଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାଯିତ୍ବ ଦେଲେ। କାରଣ ଇଶ୍ରାୟେଲୀୟ ଓ ୟାକୁବର ଲୋକମାନେ, ପରମେଶ୍ବରଙ୍କର ସମ୍ପତ୍ତି ଥିଲେ। |
72
|
ଏବଂ ପବିତ୍ର ହୃଦଯରେ ଦାଉଦ ସହେି ଇଶ୍ରାୟେଲବାସୀଙ୍କର ନତେୃତ୍ବ ନଲେେ ଏବଂ ସେ ନିପୁଣ ସହକାରେ ତାଙ୍କୁ ଆଗଇେ ନଲେେ। |
Psalms 78:66 Oriya Language Bible Words basic statistical display
COMING SOON ...