1
|
ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ। |
2
|
ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଚା ହେଁ। ମୁଁ ମାରେ ହୃଦଯ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ବରଙ୍କ ଦର୍ଶନ ନିମନ୍ତେ ବ୍ଯାକୁଳ। |
3
|
ହେ ସୈନ୍ଯାଧିପତି ସଦାପ୍ରଭୁ, ମାରେ ରାଜା, ମାରେ ପରମେଶ୍ବର, ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ ତୁମ୍ଭର ୟଜ୍ଞବଦେୀ ପାଖରେ ଏକ ବସା ପାଇଛନ୍ତି। |
4
|
ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସମାନେେ ଧନ୍ଯ, ସମାନେେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ। |
5
|
ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି। |
6
|
ସମାନେେ କ୍ରନ୍ଦନ ଉପତ୍ୟକା ଦଇେ ୟାଆନ୍ତି, ଯେଉଁଠି ଏକ ଝରଣା ସୃଷ୍ଟି ହାଇେଛି। ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ। |
7
|
ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି। |
8
|
ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ହେ ୟାକୁବର ପରମେଶ୍ବର, ମାରେ କଥା ଶ୍ରବଣ କର। |
9
|
ହେ ପରମେଶ୍ବର, ଆମ୍ଭର ଢ଼ାଲ ସ୍ବରୂପ ଦୃଷ୍ଟିପାତ କର ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର। |
10
|
ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ। |
11
|
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ। |
12
|
ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍। |
Psalms 84:10 Oriya Language Bible Words basic statistical display
COMING SOON ...