1
|
ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦଖାଇେଅଛ। ବିଦେଶରେ ୟାକୁବର ଲୋକମାନେ ବନ୍ଦୀ ହାଇେଥିଲେ। ସମାନଙ୍କେୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନଇେଆସିଲ। |
2
|
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ। ଆଉ ତୁମ୍ଭେ ସମାନଙ୍କେର ପାପସବୁ ପୋଛିଲ। |
3
|
ଆପଣା ସମସ୍ତ କୋର୍ଧରୁ ନିବୃତ୍ତ ହୁଅ। ଆପଣା କୋର୍ଧରେ ପ୍ରଚଣ୍ଡ ହୁଅ ନାହିଁ। |
4
|
ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫରୋଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହବୋ ବନ୍ଦ କର। |
5
|
ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କୋର୍ଧିତ ହାଇେ ରହିବ ? |
6
|
ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦବେ। ତଣେୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ। |
7
|
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର ଏବଂ ଦଖାଇେ ଦିଅ ୟେ ତୁମ୍ଭେ ଆମ୍ଭକୁ ପ୍ରମେ କରୁଛ। |
8
|
ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ। |
9
|
ପରମେଶ୍ବର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ। |
10
|
ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି। |
11
|
ପୃଥିବୀର ଲୋକମାନେ ପରମେଶ୍ବରଙ୍କଠାରେ ବିଶ୍ବସ୍ତ ହବେେ ଏବଂ ସ୍ବର୍ଗରେ ପରମେଶ୍ବର ସମାନଙ୍କେର ମଙ୍ଗଳ କରିବେ। |
12
|
ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ। |
13
|
ଧର୍ମ ପରମେଶ୍ବରଙ୍କର ଆଗେ ଆଗେ ୟିବ ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ। |
Psalms 85:11 Oriya Language Bible Words basic statistical display
COMING SOON ...