Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Books

Psalms Chapters

Psalms 85 Verses

1 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦଖାଇେଅଛ। ବିଦେଶରେ ୟାକୁବର ଲୋକମାନେ ବନ୍ଦୀ ହାଇେଥିଲେ। ସମାନଙ୍କେୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନଇେଆସିଲ।
2 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ। ଆଉ ତୁମ୍ଭେ ସମାନଙ୍କେର ପାପସବୁ ପୋଛିଲ।
3 ଆପଣା ସମସ୍ତ କୋର୍ଧରୁ ନିବୃତ୍ତ ହୁଅ। ଆପଣା କୋର୍ଧରେ ପ୍ରଚଣ୍ଡ ହୁଅ ନାହିଁ।
4 ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫରୋଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହବୋ ବନ୍ଦ କର।
5 ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କୋର୍ଧିତ ହାଇେ ରହିବ ?
6 ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦବେ। ତଣେୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।
7 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର ଏବଂ ଦଖାଇେ ଦିଅ ୟେ ତୁମ୍ଭେ ଆମ୍ଭକୁ ପ୍ରମେ କରୁଛ।
8 ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ।
9 ପରମେଶ୍ବର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ବରଙ୍କଠାରେ ବିଶ୍ବସ୍ତ ହବେେ ଏବଂ ସ୍ବର୍ଗରେ ପରମେଶ୍ବର ସମାନଙ୍କେର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ବରଙ୍କର ଆଗେ ଆଗେ ୟିବ ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।
×

Alert

×