Bible Languages

Indian Language Bible Word Collections

Bible Versions

Books

Psalms Chapters

Psalms 86 Verses

Bible Versions

Books

Psalms Chapters

Psalms 86 Verses

1 ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏବଂ ମାେ ପ୍ରାର୍ଥନାର ଉତ୍ତର ଦିଅ। କାରଣ ମୁଁ ଜଣେ ଦିନହୀନ ନିଃସହାୟ ମଣିଷ।
2 ମୁଁ ତୁମ୍ଭର ଭକ୍ତ, ଦୟାକରି ମାେ ଜୀବନକୁ ରକ୍ଷା କର! ମୁଁ ତୁମ୍ଭର ଦାସ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।
3 ହେ ମାରେ ପ୍ରଭୁ, ମାେ ପ୍ରତି ଦୟା ଦଖାେଅ। ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
4 ହେ ସଦାପ୍ରଭୁ, ମୁଁ ମାେ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି, ତଣେୁ ମାେତେ ତୁମ୍ଭର ସବକେକୁ ଆନନ୍ଦ ଦିଅ।
5 ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମଯ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ହେ ସଦାପଭ୍ରୁ, ମାରେ ପ୍ରାର୍ଥନା ଶୁଣ। ହୃଦଯ ସହକାରେ ମାରେ କରୁଣାମଯ ପ୍ରାର୍ଥନା ଶୁଣ।
7 ସଦାପ୍ରଭୁ, ମାରେ ବିପଦକାଳରେ ମୁଁ ତୁମ୍ଭକୁ ଡ଼ାକିବି। ମୁଁ ଜାଣେ ତୁମ୍ଭେ ଉତ୍ତର ଦବେ।
8 ହେ ପରମେଶ୍ବର, ଦବଗେଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କହେି ନାହିଁ। ତୁମ୍ଭେ ୟାହା କରିଛ କହେି ଏପରି କରିପାରିବେ ନାହିଁ।
9 ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ୍ ଓ ଆଶ୍ଚର୍ୟ୍ଯ କର୍ମମାନ କର। ତୁମ୍ଭେ ହିଁ ଏକମାତ୍ର, ପରମେଶ୍ବର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମାେତେ ଶିକ୍ଷା ଦିଅ ଓ ମୁଁ ତୁମ୍ଭପରି ହବୋକୁ ଶିଖିବି। ମାେତେ ତୁମ୍ଭର ନାମକୁ ସମ୍ମାନ ଦବୋରେ ସାହାୟ୍ଯ କର, ୟାହା ମାେ ଜୀବନର ମୁଖ୍ଯ ଜିନିଷ ଅଟେ।
12 ହେ ପ୍ରଭୁ, ମାରେ ପରମେଶ୍ବର, ମୁଁ ତୁମ୍ଭକୁ ହୃଦଯ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ବର, ଗର୍ବୀ ଲୋକମାନେ ମାେତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମାେତେ ହତ୍ଯା କରିବାକୁ ଉଦ୍ଯମ କରୁଛନ୍ତି। ଏବଂ ସମାନେେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମାେ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର। ମୁଁ ତୁମ୍ଭର ଦାସ, ମାେତେ ଶକ୍ତି ଦିଅ। ମୁଁ ତୁମ୍ଭର ଦାସ, ମାେତେ ରକ୍ଷା କର।
17 ହେ ସଦାପ୍ରଭୁ, ମାେତେ ଟିକେ ସୂଚନା ଦିଅ ୟେ, ମାରେ ସବୁ କିଛି ପାଇଁ ଉତ୍ତମ ହାଇପୋରିବ। ମାରେ ଶତ୍ରୁଗଣ ତାହା ଦେଖି ନିରାଶ ହବେେ। ଏଥିରୁ ସମାନେେ ଜାଣିବେ ୟେ ତୁମ୍ଭେ ମାରେ ପ୍ରାର୍ଥନା ଗ୍ରହଣ କଲ ଓ ମାେତେ ସାନ୍ତ୍ବନା କଲ।

Psalms 86:1 Oriya Language Bible Words basic statistical display

COMING SOON ...

×

Alert

×