1
|
ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି। |
2
|
ମୁଁ କହିଲି, ତୁମ୍ଭର ଦୟା ଚିରଦିନ ନିର୍ମାଣ ହାଇେଅଛି। ତୁମ୍ଭର ବିଶ୍ବସ୍ତତା ସ୍ବର୍ଗରେ ସ୍ଥାପନ କରାୟିବ। |
3
|
ତୁମ୍ଭେ କହିଲ, "ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମାରେ ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି। |
4
|
ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।" |
5
|
ହେ ସଦାପ୍ରଭୁ, ସ୍ବର୍ଗ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ବସ୍ତତାରେ ପ୍ରଶଂସା କରେ। |
6
|
ସ୍ବର୍ଗରେ ସଦାପ୍ରଭୁଙ୍କ ତୁଲ୍ଯ କହେି ନାହିଁ। "ଦବଗେଣ"କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାୟାଇ ପାରିବ ନାହିଁ। |
7
|
ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି। |
8
|
ସଦାପଭ୍ରୁ ସୈନ୍ଯାଧିପତି ପରମେଶ୍ବର, ତୁମ୍ଭ ପରି କହେି ନାହିଁ। ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସଂପୂର୍ଣ୍ଣ ବିଶ୍ବାସ କରିପାରିବୁ। |
9
|
ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କତ୍ତୃର୍ତ୍ବ କରୁଅଛ। ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛି। |
10
|
ତୁମ୍ଭେ ରାହାବକୁ ପରାସ୍ତ କରିଅଛ। ସେ ଏକ ଶବପରି ଥିଲା। ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ବାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ। |
11
|
ସ୍ବର୍ଗ ଓ ପୃଥିବୀ ତୁମ୍ଭର ଅଟେ। ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି। |
12
|
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି। |
13
|
ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ୍। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ। |
14
|
ଧର୍ମ ଓ ନ୍ଯାଯ ବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରମେ ଓ ଭକ୍ତି ତୁମ୍ଭ ସିଂହାସନର ସବକେ। |
15
|
ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି। |
16
|
ତୁମ୍ଭର ନାମ ସମାନଙ୍କେୁ ଦିନସାରା ଆନନ୍ଦ ପ୍ରଦାନ କରେ। ସମାନେେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି। |
17
|
ତୁମ୍ଭେ ସମାନଙ୍କେର ଅଦ୍ଦ୍ଭୂତ ଶକ୍ତି। ତୁମ୍ଭ ଦୟାର ସହ ଆମ୍ଭମାନେେ ବିଜଯୀ ଅଟୁ। |
18
|
ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା, ଇଶ୍ରାୟେଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ବରଙ୍କ ଦ୍ବାରା ମନୋନୀତ। |
19
|
ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦଇେ କହିଲ, "ଆମ୍ଭେ ଏକ ୟୁବକ ତୁମ୍ଭ ମଧ୍ଯରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ଯ ସ୍ଥାପିତ କଲୁ। ଆମ୍ଭେ ସହେି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ। |
20
|
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ। ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ। |
21
|
ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରଯ ଦବୋ ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା। |
22
|
ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ। ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରିପାରିବେ ନାହିଁ। |
23
|
ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା। |
24
|
ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରମେ କରିବା ଏବଂ ତାଙ୍କୁ ବିଜଯୀ କରିବା। |
25
|
ଆମ୍ଭେ ସମୁଦ୍ର ଉପରେ ତାହାର କତ୍ତୃର୍ତ୍ବ ଓ ନଦୀସମୂହ ଉପରେ ତାହାର ନିଯନ୍ତ୍ରଣ ସ୍ଥାପନ କରାଇବା। |
26
|
ସେ ଆମ୍ଭକୁ କହିବ, 'ତୁମ୍ଭେ ମାରେ ପିତା। ତୁମ୍ଭେ ମାରେ ପରମେଶ୍ବର, ମାରେ ଦୃଢ଼ ସୁରକ୍ଷାର ସ୍ଥାନ ଓ ମାରେ ତ୍ରାଣକର୍ତ୍ତା।' |
27
|
ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହବେ। |
28
|
ଆମ୍ଭେ ସର୍ବଦା ତାଙ୍କୁ ପ୍ରମେ କରିବା ଓ ତା' ପ୍ରତି ବିଶ୍ବସ୍ତ ରହିବା। ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କବେେ ଶଷେ ହବେ ନାହିଁ। |
29
|
ଆମ୍ଭେ ତାର ବଂଶକୁ ନିତ୍ଯସ୍ଥାଯୀ ବିରାଜମାନ କରିବା ଓ ତା'ର ସିଂହାସନକୁ ଆକାଶ ଥିବା ପର୍ୟ୍ଯନ୍ତ ରହିବ। |
30
|
ୟଦି ବଂଶଧରଗଣ ଆମ୍ଭ ବ୍ଯବସ୍ଥା ପରିତ୍ଯାଗ କରନ୍ତି ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସମାନଙ୍କେୁ ଦଣ୍ଡ ଦବୋ। |
31
|
ୟଦି ସମାନେେ ମାେ ନିଯମ ଭଙ୍ଗ କରନ୍ତି ଏବଂ ମାେ ଆଜ୍ଞା ନ ପାଳନ୍ତି, |
32
|
ତବେେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସମାନଙ୍କେ ଅପରାଧ ଓ ପ୍ରହାର ଦ୍ବାରା ସମାନଙ୍କେୁ କଠାେର ଦଣ୍ଡ ଦବୋ, |
33
|
ମାତ୍ର ସମାନଙ୍କେୁ ଦାଉଦଙ୍କ ପ୍ରମଠାରୁେ ବଞ୍ଚିତ କରିବା ନାହିଁ। ଆମ୍ଭେ ସମାନଙ୍କେ ପ୍ରତି ଚିରଦିନ ବିଶ୍ବସ୍ତ ରହିବା। |
34
|
ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ। |
35
|
ଆମ୍ଭେ ଆପଣା ପ୍ରବିତ୍ରତା ଦ୍ବାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶଷେ ପ୍ରତିଜ୍ଞା କରିଥିଲୁ। ତଣେୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଂଗ କରିବା ନାହିଁ। |
36
|
ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ। |
37
|
ଏହା ଚନ୍ଦ୍ରପରି ଚିରଦିନ ଚାଲୁ ରହିବ। ଏହା ଆକାଶପରି ଚିରଦିନ ପାଇଁ ରହିବ।" |
38
|
କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କୋର୍ଧ ହାଇେଅଛି, ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ଯାଗ କରିଅଛ। |
39
|
ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଂଗ କରିଅଛ। ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛି। |
40
|
ତୁମ୍ଭେ ତା'ର ସମସ୍ତ ପ୍ରାଚୀର ଭାଙ୍ଗିଅଛ। ତୁମ୍ଭେ ତା'ର ଦୃଢ଼ ଗଡ଼ସବୁ ଧ୍ବଂସ କରିଅଛ। |
41
|
ପଥ ଦଇେ ୟିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି। ଆପଣା ପ୍ରତିବେଶୀମାନେ ତାଙ୍କୁ ପରିହାସ କରନ୍ତି। |
42
|
ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ୟୁଦ୍ଧରେ ପରାଜିତ କରିଅଛ। ତୁମ୍ଭେ ତା'ର ସମସ୍ତ ଶତ୍ରୁଙ୍କୁ ଖୁସି କରାଇଅଛ। |
43
|
ହେ ପରମେଶ୍ବର, ତୁମ୍ଭେ ସମାନଙ୍କେୁ ନିଜକୁ ରକ୍ଷା କରିବାରେ ସାହାୟ୍ଯ କରିଛ। ତୁମ୍ଭେ ନିଜ ରାଜାଙ୍କୁ ୟୁଦ୍ଧରେ ଜଯଲାଭ କରିବାକୁ ସାହାୟ୍ଯ କରି ନାହଁ। |
44
|
ତୁମ୍ଭେ ତାଙ୍କୁ ଜିତିବାକୁ ଦଇେ ନାହଁ। ତୁମ୍ଭେ ତା'ର ସିଂହାସନକୁ ଭୂମିରେ ଫିଙ୍ଗିଅଛ। |
45
|
ତୁମ୍ଭେ ତା'ର ଜୀବନକୁ କ୍ଷୀଣ କଲ। ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ। |
46
|
ହେ ସଦାପ୍ରଭୁ, ଏହିପରି କେତେ ଦିନ ଚାଲିବ ? ତୁମ୍ଭେ କ'ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚଇେ ରହିବ ? ତୁମ୍ଭର କୋର୍ଧ କ'ଣ ଚିରକାଳ ଅଗ୍ନି ତୁଲ୍ଯ ଜଳିବ ? |
47
|
ଏହା ସ୍ମରଣ କର ୟେ, ମାରେ ଜୀବନ କେତେ କ୍ଷୀଣ। ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଛ ଅଳ୍ପ ଦିନ ପାଇଁ, ଏହାପରେ ଆମ୍ଭେ ମରିବୁ। |
48
|
ଏପରି କୌଣସି ମନୁଷ୍ଯ ନାହିଁ ୟିଏ କି କବେବେି ନ ମରି ବଞ୍ଚି ରହିବ। ଏପରି କୌଣସି ମନୁଷ୍ଯ ନାହିଁ ୟିଏ କି ସମାଧିରୁ ରକ୍ଷା ପାଇ ପାରିବ। |
49
|
ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନହପେୂର୍ଣ୍ଣ କରୁଣା କୁଆଡ଼େ ଗଲା। ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ବସ୍ଥତା ଦଖାଇବୋ ପାଇଁ ପ୍ରତିଜ୍ଞା କରିଥିଲ। |
50
|
ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମାେତେ ଅପମାନିତ ଦେଉଛନ୍ତି। |
51
|
ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି, ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ୟାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି। |
52
|
ସଦାପ୍ରଭୁ ଅନନ୍ତକାଳ ଧନ୍ଯ ହେଉନ୍ତୁ। ଆମେନ୍ !ଆମେନ୍ ! |
Psalms 89:40 Oriya Language Bible Words basic statistical display
COMING SOON ...