English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 93 Verses

1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ଵିତ; ସଦାପ୍ରଭୁ ବସ୍ତ୍ରାନ୍ଵିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ ।
2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ ।
3 ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ଵନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି ।
4 ଜଳରାଶିର ଧ୍ଵନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ଵସ୍ଥ ସଦାପ୍ରଭୁ ବଳବାନ ।
5 ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା ।
×

Alert

×