Bible Languages

Indian Language Bible Word Collections

Bible Versions

Books

Romans Chapters

Romans 11 Verses

Bible Versions

Books

Romans Chapters

Romans 11 Verses

1 ତା' ହେଲେ ମୁଁ ପ୍ରଶ୍ନ କରୁଛି: "କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି?" ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।
2 ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?
3 ଏଲିୟ କହିଥିଲେ: "ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ଯଦ୍ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ୟଜ୍ଞବଦେି ସବୁ ଭାଗିଂଛନ୍ତି। କବଳେ ମୁଁ ଜଣେ ଭବିଷ୍ଯଦ୍ ବକ୍ତା ବଞ୍ଚିଛି, ସମାନେେ ମାେତେ ମଧ୍ଯ ମାରି ଦବୋ ପାଇଁ ଚେଷ୍ଟା କରୁଛନ୍ତି। "
4 କାନ୍ତୁ ତାହାଙ୍କୁ ପରମେଶ୍ବରଙ୍କର ଉତ୍ତର କ'ଣ ଥିଲା? "ବାଆଲ ଆଗ ରେ ଆଣ୍ଠୁମାଡି ନଥିବା ସାତହଜାର ଲୋକଙ୍କୁ ଏବେ ମଧ୍ଯ ମୁଁ ନିଜ ପାଇଁ ରଖିଛି।"
5 ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ବଛା ଯାଇଥିବା ଏବେ ମଧ୍ଯ କେତକେ ଲୋକ ଅଛନ୍ତି।
6 ଯଦି ପରମେଶ୍ବର ଅନୁଗ୍ରହ ହତେୁ ସମାନଙ୍କେୁ ମନୋନୀତ କରିଛନ୍ତି, ତା' ହେଲେ ଲୋକମାନେ ନିଜେ କରିଥିବା କାର୍ୟ୍ଯ ହତେୁ ପରମେଶ୍ବରଙ୍କ ଲୋକ ହଇେ ନାହାଁନ୍ତି। ଯଦି କାର୍ୟ୍ଯ ଦ୍ବାରା ତାହା ହଇେଥାନ୍ତା ତବେେ ଅନୁଗ୍ରହର କ'ଣ ବା ଅର୍ଥ ହବେ? ତା' ହେଲେ କଣ ହେଲା?
7 ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।
8 ଶାସ୍ତ୍ର ରେ ଯେପରି ଲଖାେ ଅଛି:
9 ଦାଉଦ କୁହନ୍ତି:
10 ସମାନଙ୍କେର ଆଖି ସତ୍ଯକୁ ଦେଖି ନ ପାରିବା ପାଇଁ ବନ୍ଦ ହଇେ ଯାଉ। ସର୍ବଦା ପାଇଁ ସମାନଙ୍କେର ଅଣ୍ଟା ନଇଁ ପଡୁ।" ଗୀତସଂହିତା
12 ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ବରୂପ ହେଲା, ସମାନେେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦଲୋ। ତେଣୁ ପରମେଶ୍ବର ଯାହା ଚାହୁଁଛନ୍ତି ସହେି ଅନୁସାରେ ପୂଣର୍‌ନ ସଂଖ୍ଯକ ଯିହୂଦୀମାନେ ଯେତବେେଳେ ଚାଲିବେ, ସେତବେେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରା ରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!
13 ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶଷେ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ ରରେିତ ହାଇେଛି। ମୁଁ ପୂର୍ଣ ମନ ପ୍ରାଣ ରେ ଏହି କାମ କରିବି।
14 ମୁଁ ଆଶା କରେ ଯେ ନିଜ ଲୋକ ମାନଙ୍କ ଭିତ ରେ ଉଦୟୋଗ ଆଣି ତାହାଙ୍କ ଭିତରୁ କେତକେ ଲୋକଙ୍କୁ ଉଦ୍ଧାର କରି ପାରିବି।
15 ୟିହୁଦୀମାନଙ୍କୁ ପରମେଶ୍ବର ଅସ୍ବୀକାର କରି ଦଲୋପରେ, ସେ ଜଗତର ଅନ୍ଯଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ୟିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ଯୁରୁ ପୁନର୍ଜାବନ ଆଣିବା।
16 ଆମ୍ବ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ବରଙ୍କୁ ସମର୍ପଣ କରାଯାଏ, ତା' ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚରେ ପବିତ୍ର, ତା' ହେଲେ ସହେି ଗଛର ସମସ୍ତ ଡାଳ ମଧ୍ଯ ପବିତ୍ର।
17 ଧରି ନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଗଂଲୀ ଜୀତଗଛର ଶାଖାଗୁଡିକ ଆଣି ପ୍ରଥମ ଗଛ ସହିତ ସଂୟୁକ୍ତ କରା ହେଲା। ତୁମ୍ଭେ ଅଣଯିହୂଦୀମାନେ ସହେି ଜଙ୍ଗଲୀ ଜୀତଗଛଭଳି। ତୁମ୍ଭମାନେେ ସହେି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।
18 ସେଥିପାଇଁ,ପ୍ରଥମ ଗଛର ସେ ଭଙ୍ଗା ଡାଳ ଗୁଡିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେ ମାନେ ପ୍ରଥମ ଗଛର ଚରକେୁ ଜୀବନ ପ୍ରଦାନ କରୁ ନାହିଁ, ବରଂ ସହେି ଚରେ ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।
19 ତୁମ୍ଭମାନେେ କହି ପାର, " ସେ ଗଛର ଡାଳ ଗୁଡିକ ଭାଙ୍ଗି ପଡିବାରୁ ମୁଁ ତା' ସହିତ ସଂୟୁକ୍ତ ହଲିେ।"
20 ଏହା ସତ୍ଯ କିନ୍ତୁ ସେ ଡାଳ ଗୁଡିକ ଭାଙ୍ଗି ପଡିବାର କାରଣ ହେଉଛି ସମାନଙ୍କେର ଅବିଶ୍ବାସ। କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କ ବିଶ୍ବାସ ହତେୁ ସହେି ଗଛର ଅଂଶୀ ହାଇେ ପାରିଛ। ଅତଏବ ଗର୍ବ କରିବା ପରିବର୍ତେ ଭୟ କରିବା ଦରକାର।
21 ବିଶ୍ବାସ ନ କରିବା ହତେୁ ଯଦି ପରମେଶ୍ବର ପ୍ରଥମ ଗଛର ଶାଖାଗୁଡିକୁ ଭାଙ୍ଗି ଦେଲେ, ତା ହେଲେ ତୁମ୍ଭେ ମାନେ ମଧ୍ଯ ବିଶ୍ବାସ ନ ରଖି ପାରିଲେ ପରମେଶ୍ବର ତୁମ୍ଭମାନଙ୍କୁ ବିଛିନ୍ନ କରି ଦବେେ।
22 ଅତଏବ ବୁଝିବା ଦରକାର ଯେ, ପରମେଶ୍ବର ଅତି ଦୟାଳୁ, କିନ୍ତୁ ସେ ଅତି କଠାେର ମଧ୍ଯ ହାଇପୋରିବେ। ପରମେଶ୍ବରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେ ମାନେ ତାହାଙ୍କ ଅନୁଗ୍ର ରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷ ରେ ଯଦି ତୁମ୍ଭମାନେେ ତାହାଙ୍କୁ ଅନୁସରଣ ନ କର ତା' ହେଲେ ତୁମ୍ଭମାନେେ ମଧ୍ଯ କଟାଯାଇ ଫିଙ୍ଗି ଦିଆୟିବ।
23 ଯିହୂଦୀମାନେ ଯଦି ପୁନଃ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି, ତା' ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରି ନବେେ। ସମାନଙ୍କେୁ ନିଜ ପୂର୍ବ ସ୍ଥାନ ଦବୋ ପାଇଁ ପରମେଶ୍ବର ସମର୍ଥ ହବେେ।
24 ତୁମ୍ଭମାନେେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭମାନେେ ଭଲ ଜୀତଗଛ ସହିତ ସଂୟୁକ୍ତ ହାଇେଛ। କିନ୍ତୁ ଏହା ସ୍ବାଭାବିକ। ଅତଏବ, ସହେି ଯିହୂଦୀମାନେ ପ୍ରକୃତ ରେ ନିଜର ବୃକ୍ଷ ସହିତ ପୁନର୍ବାର ସଂୟୁକ୍ତ ହାଇପୋରିବେ।
25 ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।
26 ଏହି ଭଳି ସମଗ୍ର ଇଶ୍ରାୟେଲ ଉଦ୍ଧାର ପାଇବ। ଶାସ୍ତ୍ର ରେ ଲଖାେଅଛି:
27 ଓ ଆମ୍ଭେ ସହେି ଲୋକମାନଙ୍କର ପାପଗୁଡିକୁ ହରଣ କଲା ପରେ ଏହି ଚୁକ୍ତି କରିବା।" ୟିଶାଇୟ
29 ପରମେଶ୍ବର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡିକ ଦିଅନ୍ତି; ସମାନଙ୍କେ ପ୍ରତି ପରମେଶ୍ବର ନିଜର ମନ କବେେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।
30 ଆଗରୁ ତୁମ୍ଭମାନେେ ପରମେସ୍ବରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ବରୂପ, ତୁମ୍ଭମାନେେ ଅନୁଗ୍ରହ ପ୍ରାପ୍ତ କରିଛ।
31 ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ବର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେ ହତେୁ ସମାନେେ ମଧ୍ଯ ପରମେଶ୍ବରଙ୍କ ଅନୁଗ୍ରହ ଲାଭ କରି ପାରିବେ।
32 ସବୁ ଲୋକେ ପରମେଶ୍ବରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ଯ ସ୍ଥିତି ରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦଖାଇେ ପାରିବେ।
33 ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।
34 କହେି ହେଲେ ପରମେଶ୍ବରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁ ହେ:
35 "କିଏ କବେେ ହେଲେ ପରମେଶ୍ବରଙ୍କୁ କଣ ବା ଦଇେଛି? ଯେ ପରମେଶ୍ବର ପ୍ରତ୍ଯୁପକା ରେ କିଛି ଦବେେ।" ଆୟୁବ

Romans 11:4 Oriya Language Bible Words basic statistical display

COMING SOON ...

×

Alert

×