1
|
ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ। |
2
|
ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବତ୍ତୁର୍ଳ ପାତ୍ର ତୁଲ୍ଯ। ତୁମ୍ଭର ଉଦର ଶାେଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ଯ। |
3
|
ତୁମ୍ଭର ସ୍ତନ ୟୁଗଳ ହରିଣର ୟାଆଁଳା ଛୁଆପରି। |
4
|
ତୁମ୍ଭର ଗଳଦେଶ ଗଳଦନ୍ତମଯ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ୟୁଗଳ ବେଥି-ଗଦ୍ଦୀମ ନଗର ଦ୍ବାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ଯ। |
5
|
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ଯ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ଯ। ତହିଁର ବଣେୀ ପାଶ ରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି। |
6
|
ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ। |
7
|
ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ। |
8
|
ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ଯ ହେଉ। ପୁଣି ତୁମ୍ଭ ନିଶ୍ବାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ଯ ହେଉ। |
9
|
ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ଯ, ସହେି ଦ୍ରାକ୍ଷାରସ ମାେ ପ୍ରିଯତମାଙ୍କ ଗଳ ଦେଶ ରେ ଧୀର ଭାବରେ ଗଳିୟାଏ ଏବଂ ମାରେ ଓଷ୍ଠ ଓ ଦାନ୍ତ ଦଇେ ଧୀ ରେ ଧୀ ରେ ବହିୟାଏ। |
10
|
ମୁଁ ଆପଣା ପ୍ରିଯତମଙ୍କର ଓ ତାଙ୍କର ବାସନା ମାେ ପ୍ରତି ଅଛି। |
11
|
ଆସ, ମାରେ ପ୍ରିଯତମ, ଆମ୍ଭମାନେେ କ୍ଷେତ୍ରକୁ ୟିବା। ଆସ ହନୋ ଚାରାଗଛ ଗହଣ ରେ ରାତିଟି କଟଇଦେବୋ। |
12
|
ଆମ୍ଭମାନେେ ଅତି ପ୍ରଭାତ ରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡ଼ାଳିମ୍ବ ପୁଷ୍ପିତ ହାଇେଅଛି କି ନାହିଁ, ତାହା ଆମ୍ଭମାନେେ ଦେଖିବା। ସଠାେ ରେ ମୁଁ ତୁମ୍ଭଙ୍କୁ ଆପଣା ପ୍ ରମେ ପ୍ରଦାନ କରିବି। |
13
|
ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ବାର ନିକଟରେ ସର୍ବପ୍ରକାର ବହୁମୂଲ୍ଯ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମାରେ ପ୍ରିଯତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି। |
Song-of-Solomon 7:9 Oriya Language Bible Words basic statistical display
COMING SOON ...