Indian Language Bible Word Collections
Titus 2:4
Titus Chapters
Titus 2 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Titus Chapters
Titus 2 Verses
1
|
ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ; |
2
|
ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ। |
3
|
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ। |
4
|
କିନ୍ତୁ ଯେତବେେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କ ଦୟା ଓ ପ୍ ରମେ ପ୍ରକାଶିତ ହେଲା, େସତବେଳେ ସେ ନିଜ କୃପା ଦ୍ବାରା ଆମ୍ଭକୁ ରକ୍ଷା କଲେ। |
5
|
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା। |
6
|
ପରମେଶ୍ବର ଆମ୍ଭର ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସହେି ପବିତ୍ର ଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢ଼ାଳିଲେ। |
7
|
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ। |
8
|
ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ। |
9
|
ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ। |
10
|
ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର। |
11
|
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ। |
12
|
ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି। |
13
|
ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ। |
14
|
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ। |
15
|
ମାେ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ବାସ ରେ ଆମ୍ଭକୁ ଭଲ ପାଆନ୍ତି, ସମାନଙ୍କେୁ ନମସ୍କାର ଜଣାଇବ। |