Indian Language Bible Word Collections
Ezekiel 2:4
Ezekiel Chapters
Ezekiel 2 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Ezekiel Chapters
Ezekiel 2 Verses
1
|
ଅନନ୍ତର ସେ ମାେତେ କହିଲେ, " ହେ ମନୁଷ୍ଯ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହବେି।" |
2
|
ତା'ପ ରେ ଏକ ଆତ୍ମା ମାେ ମଧିଅରେ ପ୍ରବେଶ କରି ମାେତେ ଠିଆ କରାଇଲା। ତାପ ରେ ସହେି ସ୍ବର ମାେ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା। |
3
|
ତା'ପ ରେ ସେ ମାେତେ କହିଲା, " ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲର ସନ୍ତାନଗଣଙ୍କ ନିକଟକୁ ପ୍ ରରଣେ କରୁଛି। ସମାନେେ ଏକ ବିଦ୍ରୋହୀ ଜାତି। ସମାନେେ ଓ ସମାନଙ୍କେର ପୂର୍ବପୁରୁଷଗଣ ମାେ ବିରୁଦ୍ଧ ରେ ବିଦ୍ରୋହ କଲେ ଓ ଆଜି ପର୍ୟ୍ଯନ୍ତ ପାପ କରି ଚାଲିଛନ୍ତି। |
4
|
ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।' |
5
|
ସମାନେେ ବିଦ୍ରୋହୀ ବଂଶ, ସମାନେେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭମାନେେ ଏହିସବୁ କଥା ନିଶ୍ଚଯ କହିବ, ଯାହା ଫଳ ରେ ସମାନେେ ଜାଣିବେ ଯେ, ସମାନଙ୍କେ ମଧିଅରେ ଜଣେ ଭବିଷ୍ଯତବକ୍ତା ପହଞ୍ଚିଛନ୍ତି। |
6
|
" ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ। |
7
|
ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ। |
8
|
" ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ଯ ବିଦ୍ରୋହୀ ହୁଅ ନାହିଁ ; ନିଜର ମୁଖ ଖାେଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।" |
9
|
ତା'ପ ରେ ମୁଁ ଦେଖିଲି ଏକ ହସ୍ତ ମାେ ଆଡ଼େ ପ୍ରସାରିତ ହେଲା। ସେ ହାତ ରେ ଲଖାେଥିବା ଏକ ନଳାକାର ପୁସ୍ତକ ଥିଲା। |
10
|
ଆଉ ମୁଁ ସହେି ଗୁଡ଼ା ହାଇେଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲଖାେ ହାଇେଥିବାର ଦେଖିଲି। ଆଉ ସେଥି ରେ ବିଳାପ, ଶାେକ ଓ ସନ୍ତାପର କଥା ଲିଖିତ ଥିଲା। |