Indian Language Bible Word Collections
Job 7:1
Job Chapters
Job 7 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Job Chapters
Job 7 Verses
1
|
ଆୟୁବ ଉତ୍ତର ଦଲୋ, "ପୃଥିବୀ ରେ କ'ଣ ମନୁଷ୍ଯ ସଂଗ୍ରାମ କରେ ନାହିଁ? ତା'ର ଜୀବନ ହେଉଛି ଜଣେ ବତନେ ପାଉଥିବା ଶ୍ରମିକର ଜୀବନ ସଦୃଶ। |
2
|
ମଣିଷ, ଜଣେ ଦାସ ଯଭେଳି ଦିନର କଠିନ ଶ୍ରମ ପରେ ଶୀତଳ ଛାଯା ଚା ହେଁ। ମଣିଷ ଜଣେ ମୂଲ ପାଉଥିବା ବ୍ଯକ୍ତି ଯମେିତି ତା'ର ବତନେ ଦିନକୁ ଅପେକ୍ଷା କରେ। |
3
|
ଅନକେ ମାସ ମାେତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆୟାଇ ଥିଲା। |
4
|
ଯେତବେେଳେ ମୁଁ ଶଯନ କରେ, ମୁଁ କ ହେ, 'ଆଉ କେତେ ସମୟ ପରେ ଶୟ୍ଯା ତ୍ଯାଗ କରିବି।' ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ୟ୍ଯନ୍ତ ମୁଁ ବିଛଣା ରେ ଛଟପଟ ହୁଏ। |
5
|
ଯଦିଓ ମାରେ ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମାରେ ଚର୍ମ ଫାଟିୟାଏ ଏବଂ ବହୁଥିବା ଘା ରେ ଢ଼ାଙ୍କି ହାଇେଛି। |
6
|
ମାରେ ଦିନଗୁଡ଼ିକ ଶୀଘ୍ର ଗଡ଼ିୟାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶଷେ ରେ ଜୀବନଟା କୌଣସି ଆଶାର ପୂରଣ ବିନା ଶଷେ ହାଇୟୋଏ। |
7
|
ପରମେଶ୍ବର, ମନକରେ ମାରେ ଜୀବନ କବଳେ ଗୋଟିଏ ପ୍ରଶ୍ବାସ। ମୁଁ କବେେ ଆଉ କୌଣସି ଭଲ ବିଷଯ ଦେଖିବି ନାହିଁ। |
8
|
ତୁମ୍ଭେ ବି ମାେତେ ଆଉ ଦେଖିବ ନାହିଁ। ତୁମ୍ଭେ ମାେତେ ଖାଜେିବ କିନ୍ତୁ ମୁଁ ନ ଥିବି। |
9
|
ଉଷା ମେଘ ଅଦୃଶ୍ଯ ହେଲାପରି, ଜଣେ ବ୍ଯକ୍ତି କବର ଭିତରକୁ ୟାଏ ଏବଂ ସେ ସେଥିରୁ ଫରେି ଆ ସେ ନାହିଁ। |
10
|
ସେ ଆଉ ତା'ର ଆପଣା ବାସଗୃହକୁ କବେେ ଆସିବ ନାହିଁ। ଏବଂ ତା'ର ସେ ପୁରୁଣା ଘର ମଧ୍ଯ ତାକୁ ଆଉ ଚିହ୍ନିବ ନାହିଁ। |
11
|
ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି। |
12
|
ହେ ପରମେଶ୍ବର, କାହିଁକି ତୁମ୍ଭେ ମାେତେ ପ୍ରହରା ଦେଉଛ ? ମୁଁ କ'ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି ? |
13
|
ଯଦି ମୁଁ କ ହେ ମାରେ ବିଛଣା ମାେତେ ଆନନ୍ଦ ଆଣି ଦବୋ ଉଚିତ୍। ମାରେ ବିଛଣା ମାେତେ ବିଶ୍ରାମ ଓ ଶାନ୍ତି ଆଣି ଦବୋ ଉଚିତ୍। |
14
|
କିନ୍ତୁ ହେ ପରମେଶ୍ବର, ମାରେ ଶଯନ ସମୟରେ ତୁମ୍ଭେ ମାେତେ ସ୍ବପ୍ନ ରେ ଭୟ ଦଖାେଉଛ। ତା'ପରେ ତୁମ୍ଭେ ମାେତେ ଦର୍ଶନ ରେ ଡ଼ରାଉଛ। |
15
|
ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ। |
16
|
ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ଯାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମାେତେ ଛାଡ଼, ମାରେ ବଞ୍ଚିବାର କିଛି ଅର୍ଥ ନାହିଁ। |
17
|
ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ ? |
18
|
କାହିଁକି ମଣିଷକୁ ତୁମ୍ଭେ ପ୍ରେତ୍ୟକକ ସକାଳ ରେ ସାକ୍ଷାତ କର ଏବଂ ତା'ର ପ୍ରେତ୍ୟକକ ମୁହୂର୍ତ୍ତକୁ ପରୀକ୍ଷା କର। |
19
|
ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ମାଠାରୁେ ଆପଣା ଦୃଷ୍ଟି ଦୂ ରଇେ ରଖିବ? ତୁମ୍ଭେ ମାେତେ ଏକାଳି ବହୁକାଳ ପର୍ୟ୍ଯନ୍ତ ଗ୍ରାସିତ ହବୋକୁ ଛାଡି ଦିଅ ନାହିଁ। |
20
|
ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି? |
21
|
କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?" |