Indian Language Bible Word Collections
Job 8:1
Job Chapters
Job 8 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Job Chapters
Job 8 Verses
1
|
ବିଲ୍ଦଦ୍ ଶୂହୀଯକୁ ଉତ୍ତର ଦଇେ କହିଲା, ତୁମ୍ଭେ କେତକୋଳ ଏହିପରି କଥା କହିବ ? |
2
|
"ତୁମ୍ଭର କଥାସବୁ ପ୍ରବଳ ବାଯୁ ତୁଲ୍ଯ ଅଟେ। |
3
|
ପରମେଶ୍ବର କ'ଣ ବିଚାରର ବିପରୀତ କରନ୍ତି କି ? ଅଥବା ସର୍ବଶକ୍ତିମାନ ନ୍ଯାଯର ବିପରୀତ କରନ୍ତି କି ? |
4
|
ଯଦି ତୁମ୍ଭର ପୁତ୍ର କନ୍ଯାଗଣ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କରିଅଛନ୍ତି, ସେଥିପାଇଁ ସେ ସମାନଙ୍କେୁ ସମାନଙ୍କେର ଅପରାଧ ପାଇଁ ଶାସ୍ତି ପ୍ରଦାନ କରିଛନ୍ତି। |
5
|
କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ଦେଖ ଏବଂ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପ୍ରାର୍ଥନା କର। |
6
|
ଯଦି ତୁମ୍ଭେ ଶୁଦ୍ଧ ଓ ନିର୍ଦ୍ ଦୋଷ ତବେେ ସେ ନିଶ୍ଚିତ ଭାବରେ, ସେ ତୁମ୍ଭକୁ ସାହାୟ୍ଯ କରିବେ ଏବଂ ତୁମ୍ଭର ଯଥାର୍ଥ ବାସସ୍ଥାନକୁ ପୁନଃସ୍ଥାପନ କରିବେ। |
7
|
ତୁମ୍ଭର ପ୍ରଥମ ଅବସ୍ଥା ଯାହା ଥିଲା ତାହାଠାରୁ ତୁମ୍ଭକୁ ସେ ଅଧିକ ଉନ୍ନତ କରିବେ। |
8
|
ପ୍ରାଚୀନ କାଳର ଲୋକମାନଙ୍କୁ ପଚାର ଓ ସମାନଙ୍କେ ପୂର୍ବପୁରୁଷମାନେ ସମାନଙ୍କେୁ ଯାହା ଶିକ୍ଷା ଦଇେଥିଲେ, ତାକୁ ମନୋୟୋଗ ଦଇେ ଶୁଣ। |
9
|
ଯାହା ଦଖାଯାେଉଛି, ସତେ ଯମେିତି ଆମ୍ଭେ ଗତକାଲି ଜନ୍ମ ଗ୍ରହଣ କରିଛୁ। ଆମ୍ଭେ କିଛି ଜାଣି ନାହୁଁ ପୃଥିବୀ ରେ ଆମ୍ଭର ଦିନ ଛାଯା ପରି। |
10
|
ସହେି ପୂର୍ବର ଲୋକମାନେ ତୁମ୍ଭକୁ ଶିକ୍ଷା ଦବେେ। ସମାନେେ ଯାହା ଶିକ୍ଷା କରିଥିଲେ, ତୁମ୍ଭକୁ ତାହା ଶିକ୍ଷା ଦବେେ। |
11
|
ବିଲଦଦ୍ ଉତ୍ତର ଦଲୋ, "ଶୁଖିଲା ଭୂମିରେ କ'ଣ ନଳବଣ ବଢ଼ିପା ରେ ? ଜଳବିନା କ'ଣ ସନ୍ତରା ବଢ଼ିପା ରେ। |
12
|
ଯଦି ଜଳ ଶୁଖିୟାଏ, ସହେିସବୁ ବୃକ୍ଷ ମଧ୍ଯ ଶୁଖିୟିବ ଏପରିକି ଯେତବେେଳେ ସମାନେେ ବଢ଼ଥିଲା ବେଳେ ଅନ୍ୟ କୌଣସି ବୃକ୍ଷ ପୂର୍ବରୁ ସମାନେେ ଶୁଖି ୟାଆନ୍ତି। |
13
|
ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ସହେି ଘାସ ସଦୃଶ। ପରମେଶ୍ବରଙ୍କୁ ଭୁଲି ୟାଇଥିବା ଲୋକର କୌଣସି ଆଶା ନ ଥାଏ। |
14
|
ସେ ଲୋକର ଆଉ ୟିବା ପାଇଁ କିଛି ନାହିଁ। ତା'ର ସୁରକ୍ଷା ବୁଢ଼ିଆଣୀର ଜାଲପରି। |
15
|
ସେ ଯଦି ତା' ଉପରେ ଆଉଜି ପଡ଼େ, ତାହା ଛିଣ୍ଡିୟିବ। ସେ ତାକୁ ଧରି ରଖିଲେ ଏହା ତାକୁ ଧରି ରଖି ପାରିବ ନାହିଁ। |
16
|
ସହେି ବ୍ଯକ୍ତି ଏକ ଲତା ସଦୃଶ ୟିଏ ପ୍ରଚୁର ପାଣି ଓ ସୂର୍ୟ୍ଯ କିରଣ ରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନ ରେ ବ୍ଯାପି ଥାଏ। |
17
|
ଏହା ତା'ର ଚରେ ଦ୍ବାରା ଗଦାଏ ପଥରକୁ ଗୁଡ଼ାଇ ଦିଏ। |
18
|
ଯଦି ସହେି ଲତାକୁ ତା'ର ନିଜ ସ୍ଥାନରୁ ବିଚ୍ଯୁତ କରାୟାଏ ଏହା ମରିୟିବ ଏବଂ କହେି ଜାଣିପାରିବେ ନାହିଁ। ପୂର୍ବରୁ ଏପରି ଏକ ଲତା ଏଠା ରେ ଥିଲା। |
19
|
କିନ୍ତୁ ସେ ଗଛ ଖୁସି ଥିଲା। ତାହା ଜାଗା ରେ ଅନ୍ୟ ଏକ ଲତା ମାଡ଼ିବ। |
20
|
ପରମେଶ୍ବର ଅନ୍ଯାଯସବୁକୁ କବେେ ପ୍ରତ୍ଯାଖ୍ଯାନ କରନ୍ତି ନାହିଁ କି ଦୁଷ୍ଟ ଲୋକକୁ ସାହାୟ୍ଯ କରନ୍ତି ନାହିଁ। |
21
|
ପରମେଶ୍ବର ପୁଣି ତୁମ୍ଭ ମୁଖ ରେ ହସ ଫୁଟାଇବେ। ତୁମ୍ଭେ ଓଠ ରେ ଖୁସିର ଶବ୍ଦ ଭରି ଦବେେ। |
22
|
ତୁମ୍ଭର ଶତ୍ରୁମାନେ ଲଜ୍ଜାର ପୋଷାକ ପିନ୍ଧିବେ ଓ ଦୁଷ୍ଟ ଲୋକର ଗୃହ ଗୁଡ଼ିକ ଧ୍ବଂସ ହବେ।" |