1
|
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, "ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ବାରା ଏଭଳି ଘଟଣାମାନ ଘଟିବ, ସହେି ଲୋକ ପାଇଁ ଏହା ବହୁତ ଖରାପ ହବେ। |
2
|
ଯେଉଁଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ଯରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହବେ। ବକରେେ ପଥର ବାନ୍ଧି ସମୁଦ୍ର ରେ ବୁଡି ମରିବା ତା ପକ୍ଷ ରେ ଭଲ ହବେ। |
3
|
ତେଣୁ ସାବଧାନ ରୁହ। ଯଦି ତୁମ୍ଭର ଭାଇ ପାପ କରେ, ତବେେ ତାକୁ କୁହ ଯେ ଭୁଲ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରନୋହିଁ, ତବେେ ତାକୁ କ୍ଷମା ଦିଅ। |
4
|
ଯଦି ତୁମ୍ଭର ଭାଇ ଦିନ ଭିତ ରେ ତୁମ୍ଭ ପ୍ରତି ସାତଥର ଅନ୍ଯାୟ କରେ ଓ ପ୍ରତିଥର ଆସି କ ହେ ଯେ, ସେ ଏଥିପାଇଁ ଦୁଃଖିତ, ତବେେ ତାକୁ କ୍ଷମା କରି ଦିଅ।" |
5
|
ପ୍ ରରେିତମାନେ ପ୍ରଭୁଙ୍କୁ କହିଲେ, "ଆମ୍ଭକୁ ଅଧିକ ବିଶ୍ବାସ ପ୍ରଦାନ କର।" |
6
|
ପ୍ରଭୁ କହିଲେ, "ଯଦି ତୁମ୍ଭମାନଙ୍କର ବିଶ୍ବାସ ଗୋଟିଏ ଶାରେିଷ ଦାନା ପରିମାଣର ହାଇେଥାଏ, ତବେେ ତୁମ୍ଭମାନେେ ଏହି ତୁତ ଗଛକୁ କହିପାରିବ, ନିଜକୁ ଉପାଡି ନଇେ ସମୁଦ୍ର ରେ ରୋପଣ କର, ତବେେ ଗଛଟି ତୁମ୍ଭମାନଙ୍କ କଥା ମାନିବ। |
7
|
"ମନକରେ ତୁମ୍ଭମାନଙ୍କ ଭିତରୁ ଜଣକର ଚାକରଟିଏ ଅଛି। ସହେି ଚାକର ତୁମ୍ଭ ବିଲ ରେ କାମ କରିଆ ସେ। ସେ ତୁମ୍ଭ ବିଲ ରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନଇେ ଆ ସେ। ସେ କାମରୁ ଫରେିବା ପରେ ତୁମ୍ଭେ ତାକୁ କ'ଣ କହିବ? ତୁମ୍ଭେ କ'ଣ କହିବ ଯେ, 'ଭିତରକୁ ଆସ ଓ ଖାଇବାକୁ ବସ?' |
8
|
ନା, ତୁମ୍ଭେ ତୁମ୍ଭର ଚାକରକୁ କହିବ, 'ମାେ ପାଇଁ କିଛି ଖାଇବାକୁ ପ୍ରସ୍ତୁତ କର। ମାେ ଖିଆପିଆ ସରିଲେ ତୁମ୍ଭମାନେେ ଖାଇବ ଓ ପିଇବ।' |
9
|
ଚାକର ବିଶଷେ ଧନ୍ଯବାଦ ବି ପାଇବା କଥା ନୁହେଁ। କାରଣ ମାଲିକ ଯାହା କରିବାକୁ କହନ୍ତି, ସେ କବଳେ ତାହାହିଁ କରେ। |
10
|
ତୁମ୍ଭମାନଙ୍କ କ୍ଷେତ୍ର ରେ ସହେି ଏକା କଥା ହବେ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦବୋ ପରେ ତୁମ୍ଭମାନଙ୍କର କହିବା ଉଚିତ ଯେ, 'ଆମ୍ଭମାନେେ କୌଣସି ବିଶଷେ ଧନ୍ଯବାଦ ପାଇବାକୁ ଯୋଗ୍ଯ ନୋହୁଁ। କାରଣ ଆମ୍ଭେ ଅ ଯୋଗ୍ଯ ଚାକର ଓ ଆମ୍ଭର ଯାହା କରିବା ଉଚିତ, ଆମ୍ଭେ କବଳେ ତାହାହିଁ କରିଛୁ।"' |
11
|
ଯୀଶୁ ୟିରୂଶାଲମ ଯାତ୍ରା କରୁଥିଲେ। ସେ ଗାଲୀଲୀରୁ ଶମିରୋଣକୁ ଗଲେ। |
12
|
ସେ ଗୋଟିଏ େଛାଟ ନଗରକୁ ଆସିଲେ। ସଠାେରେ ତାହାଙ୍କୁ ଦଶ ଜଣ ଲୋକ ଭଟେିଲେ। ସହେି ସମସ୍ତଙ୍କର କୁଷ୍ଠ ରୋଗ ହାଇେଥିବାରୁ ସମାନେେ କହେି ଯୀଶୁଙ୍କର ଅତି ପାଖକୁ ଆସି ପାରିଲେ ନାହିଁ। |
13
|
କିନ୍ତୁ ସମାନେେ ଯୀଶୁଙ୍କୁ ପାଟି କରି ଡାକିଲେ, " ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାୟ୍ଯ କର।" |
14
|
ଯୀଶୁ ଲୋକମାନଙ୍କୁ ଦେଖି କହିଲେ, "ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।" |
15
|
ସହେି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲା ବେଳେ ସୁସ୍ଥ ହାଇଗେଲେ। |
16
|
ଜଣେ ଲୋକ ନିଜକୁ ସୁସ୍ଥ ହାଇେ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫରେି ଆସିଲା। ସେ ବଡ ପାଟିକରି ନଇଁପଡି ପ୍ରଣାମ କଲା ଓ ତାହାଙ୍କୁ ଧନ୍ଯବାଦ ଦୋଲା। ସେ ଯୀଶୁଙ୍କ ପାଦତଳେ ନଇଁପଡି ପ୍ରମାଣ କଲା ଓ ତାହାଙ୍କୁ ଧନ୍ଯବାଦ ଦଲୋ। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନଥିଲା, |
17
|
ଯୀଶୁ ଉତ୍ତର ଦେଲେ, "ଦଶ ଜଣ ଲୋକ ସୁସ୍ଥ ହେଲେ, ତବେେ ଅନ୍ୟ ନଅ ଜଣ କାହାଁନ୍ତି? |
18
|
ସୁସ୍ଥ ହାଇେ ସାରିବା ପରେ ପୁଣି ଫରେି ଆସି ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇବା ପାଇଁ କ'ଣ ଏହି ଶମିରୋଣୀୟ ଜଣକ କବଳେ ଥିଲା?" |
19
|
ତା'ପରେ ଯୀଶୁ ତାହାକୁ କହିଲେ, "ଠିଆ ହୁଅ। ତୁମ୍ଭେ ଏବେ ଯାଅ। ତୁମ୍ଭର ବିଶ୍ବାସ କରିଥିବା ହତେୁ ତୁମ୍ଭେ ଭଲ ହାଇଗେଲ।" |
20
|
କେତକେ ଫାରୂଶୀ ଯୀଶୁଙ୍କୁ ପଚାରିଲେ, "ପରମେଶ୍ବରଙ୍କ ରାଜ୍ଯ କବେେ ଆସିବ?" |
21
|
ଲୋକମାନେ କହିବେ ନାହିଁ ଯେ, ' ହଇେ ଦେଖ, ପରମେଶ୍ବରଙ୍କ ରାଜ୍ଯ ଏଠା ରେ ଅଛି କିମ୍ବା ସଠାେରେ ଅଛି। ନା, ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ନିଜ ଭିତ ରେ ଅଛି।"' |
22
|
ତା'ପରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, "ଦିନ ଆସିବ, ଯେତବେେଳେ ତୁମ୍ଭମାନେେ ମନୁଷ୍ଯପୁତ୍ରଙ୍କ ଦିନଗୁଡିକ ମାନଙ୍କ ଭତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭମାନେେ ତାହା ଦେଖି ପାରିବ ନାହିଁ। |
23
|
ଲୋକମାନେ ତୁମ୍ଭମାନଙ୍କୁ କହିବେ, ' ଦେଖ ତାହା ସଠାେରେ!' ' ଦେଖ, ତାହା ଏଠା ରେ! କିନ୍ତୁ ତୁମ୍ଭମାନେେ ଯେଉଁଠି ଅଛ ସହେିଠା ରେ ରୁହ। ବାହାରକୁ ଯାଇ ଖାଜେ ନାହିଁ। |
24
|
"ମନୁଷ୍ଯପୁତ୍ରଙ୍କର ଫରେି ଆସିବା ସମୟ ତୁମ୍ଭମାନେେ ଜାଣି ପାରିବ। ଯେଉଁ ଦିନ ସେ ଫରେି ଆସିବେ, ସେ ଆକାଶ ରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ୟ୍ଯନ୍ତ ଉଜ୍ଜ୍ବଳ ବିଜୁଳି ଝଲକିଲା ଭଳି ଦଖାେଯିବେ। |
25
|
କିନ୍ତୁ ମନୁଷ୍ଯପୁତ୍ର ପ୍ରଥମେ ଅନକେ ୟନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ବାରା ହତ ହବେେ। |
26
|
ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ଯପୁତ୍ର ଫରେି ଆସିବା ସମୟରେ ସହେି ଏକା କଥା ଘଟିବ। |
27
|
ନୋହଙ୍କ ସମୟରେ, ଏପରିକି ନୋହ ଜାହାଜ ରେ ବସିବା ସମୟ ପର୍ୟ୍ଯନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା'ପରେ ବନ୍ଯା ମାଡି ଆସିଲା ଓ ସେ ସମସ୍ତଙ୍କୁ ମାରି ଦଲୋ। |
28
|
ପରମେଶ୍ବର ଲୋଟଙ୍କ ସମୟରେ ସଦୋମ ନଗର ଧ୍ବଂସ କଲା ବେଳେ ଯାହା ଘଟିଥିଲା, ଏବେ ମଧ୍ଯ ସହେି କଥା ଘଟିବ। ସହେି ଲୋକମାନେ ସେତବେେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ। |
29
|
ଲୋଟ ନଗର ଛାଡି ଚାଲିୟିବା ସମୟ ପର୍ୟ୍ଯନ୍ତ ମଧ୍ଯ ଲୋକମାନେ ଏସବୁ କାମ କରୁଥିଲେ। ତା'ପରେ ସଠାେରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦଲୋ। |
30
|
ଯେତବେେଳେ ମନଷ୍ଯପୁତ୍ର ଫରେି ଆସିବେ, ସେତବେେଳେ ଠିକ୍ ସହେିଭଳି ଘଟଣା ଘଟିବ। |
31
|
" ସେ ଦିନ ଯଦି କୌଣସି ଲୋକ ତା'ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହବେନାହିଁ। ଯଦି କୌଣସି ଲୋକ ବିଲ ରେ ଥିବ, ତବେେ ସେ ଘରକୁ ଫରେି ପାରିବନାହିଁ। |
32
|
ଲୋଟଙ୍କ ସ୍ତ୍ରୀଙ୍କର କ'ଣ ହାଇେଥିଲା, ମନେ ପକାଅ। |
33
|
ଯେଉଁଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହ ରଇେ ବସିବ। କିନ୍ତୁ ଯେଉଁ ଲୋକ ତା ଜୀବନ ପରିତ୍ଯାଗ କରିବ, ସେ ତାହା ରକ୍ଷା କରିବ। |
34
|
ମୁଁ ଫରେି ଆସିବା ସମୟରେ ଗୋଟିଏ କଠାେରୀ ରେ ହୁଏତ ସହେି ରାତି ରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସମାନଙ୍କେ ମଧ୍ଯରୁ ଜଣକୁ ନିଆ ହବେ ଓ ଅନ୍ୟ ଜଣକୁ ଛାଡି ଦିଆୟିବ। |
35
|
ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକି ରେ ଶସ୍ଯ ଦାନା ପେଶୁ ଥାଇ ପାରନ୍ତି, କିନ୍ତୁ ସମାନଙ୍କେ ମଧ୍ଯରୁ ଜଣକୁ ନଇେ ନିଆୟିବ ଓ ଅନ୍ୟ ଜଣକୁ ଛାଡି ଦିଆୟିବ।" |
37
|
ଶିଷ୍ଯମାନେ ଯୀଶୁଙ୍କୁ ପଚାରିଲେ, "ଏ ଘଟଣା କେଉଁଠା ରେ ଘଟିବ ପ୍ରଭୁ?" |
Luke 17:1 Oriya Language Bible Words basic statistical display
COMING SOON ...