Indian Language Bible Word Collections
Numbers 7:51
Numbers Chapters
Numbers 7 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Numbers Chapters
Numbers 7 Verses
1
|
ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ। |
2
|
ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ। |
3
|
ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ। |
4
|
ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, |
5
|
" ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।" |
6
|
ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ। |
7
|
ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ। |
8
|
ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ। |
9
|
ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା। |
10
|
ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ। |
11
|
ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, "ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।" |
12
|
ବାର ଅଧିପତିମାନଙ୍କ ମଧ୍ଯରୁ ପ୍ରେତ୍ୟକକ ଅଧିପତି ନିଜ ନିଜ ଉପହାର ଦେଲେ। ଏହି ଉପହାର ଗୁଡିକ ହେଲା: ପ୍ରତି ଅଧିପତି |
84
|
ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା: |
85
|
ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା। |
86
|
ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା। |
87
|
ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା। |
88
|
ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା। |
89
|
ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ। |