1
|
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ। |
2
|
ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି। |
3
|
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି। |
4
|
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ। |
5
|
ମନ୍ଦ ଲୋକମାନେ ସବୁବେଳେ ମନ୍ଦ କାର୍ୟ୍ଯ କରିବାକୁ ମନ ବଳାନ୍ତି। ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ। ପରମେଶ୍ବରଙ୍କର ଶତ୍ରୁମାନେ ତାଙ୍କର ଉପଦେଶକୁ ଅବଜ୍ଞା କରନ୍ତି। |
6
|
ସହେି ଲୋକମାନେ ଭାବନ୍ତି ୟେ ସମାନଙ୍କେ ଉପରେ କବେେ ବିପଦ ଆସିବ ନାହିଁ। ସମାନେେ କହନ୍ତି, "ଆମ୍ଭର ସବୁବେଳେ ଭଲ ହବେ ଏବଂ କବେେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।" |
7
|
ସହେି ଲୋକମାନେ ସବୁବେଳେ ଈଶ୍ବରଙ୍କୁ ତିରସ୍କାର କରନ୍ତି। ସମାନେେ ସବୁବେଳେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କହନ୍ତି। ସମାନେେ ସବୁବେଳେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି। |
8
|
ସହେି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସମାନେେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସମାନେେ ନିର୍ଦ୍ ଦୋଷ ଲୋକଙ୍କୁ ହତ୍ଯା କରନ୍ତି। |
9
|
ସହେି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ୟାଆନ୍ତି ସମାନେେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସହେି ନିରୀହ ଲୋକମାନେ ସହଜରେ ସହେି ଦୁଷ୍ଟମାନଙ୍କ ଦ୍ବାରା ବସାୟାଇଥିବା ୟନ୍ତାରେ ପଡ଼ି ୟାଆନ୍ତି। |
10
|
ବାରମ୍ବାର ସହେି ଦୁଷ୍ଟ ଲୋକମାନେ ନିରୀହ ଲୋକମାନଙ୍କର କ୍ଷତି କରନ୍ତି। |
11
|
ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, "ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।" |
12
|
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ବର ସହେି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ !ଗରିବ ଲୋକମାନଙ୍କୁ ଭୁଲି ୟାଅ ନାହିଁ। |
13
|
କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧରେ ୟାଆନ୍ତି ? କାରଣ ସମାନେେ ଭାବନ୍ତି ୟେ ତାଙ୍କୁ ଦଣ୍ଡ ଦବେେ ନାହିଁ। |
14
|
ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର। |
15
|
ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ବଂସ କର। ସମାନଙ୍କେର କୁକାର୍ୟ୍ଯ ପାଇଁ ସମାନଙ୍କେୁ ଦଣ୍ଡିତ କର, ସମାନେେ ଧ୍ବଂସ ହାଇେ ନ ୟିବା ପର୍ୟ୍ଯନ୍ତ। |
16
|
ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି। ସହେି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ଯରୁ ବିତାଡ଼ିତ କର। |
17
|
ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର। |
18
|
ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାଁନ୍ତି ସମାନଙ୍କେୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସହେି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତଣେୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି। |
Psalms 10:5 Oriya Language Bible Words basic statistical display
COMING SOON ...