1
|
ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ, |
2
|
ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ। |
3
|
ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ। |
4
|
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ। |
5
|
ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ। |
6
|
ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। |
7
|
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ। |
8
|
ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ। |
9
|
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ। |
10
|
ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ। |
Psalms 112:8 Oriya Language Bible Words basic statistical display
COMING SOON ...