1
|
ମୁଁ ଆପଣା ବିପଦ ସମଯରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମାେତେ ଉତ୍ତର ଦେଲେ। |
2
|
ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା। |
3
|
ହେ ମିଥ୍ଯାବାଦୀମାନେ, ତୁମ୍ଭଙ୍କୁ କ'ଣ ଦିଆୟିବ, ତୁମ୍ଭେ କ'ଣ ପାଇବ ? କ'ଣ ତୁମ୍ଭେ ଜାଣ ? |
4
|
ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସୈନିକର ତୀକ୍ଷ୍ମ ଶର ଓ ଗରମ କୋଇଲା ପରମେଶ୍ବର ଆଣିବେ। |
5
|
ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ। |
6
|
ଶାନ୍ତି ଘୃଣାକାରୀମାନଙ୍କ ସହିତ ମୁଁ ଦୀର୍ଘଦିନଧରି ବାସ କରିଅଛି। |
7
|
ମୁଁ କହିଲି, ମୁଁ ଶାନ୍ତି ଚା ହେଁ, କିନ୍ତୁ ସମାନେେ ୟୁଦ୍ଧ ଚାହାଁନ୍ତି। |
Psalms 120:1 Oriya Language Bible Words basic statistical display
COMING SOON ...