1
|
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର। |
2
|
ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ। |
3
|
ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି। |
4
|
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ। |
5
|
ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର !ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର। |
6
|
ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ। |
7
|
ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ। |
8
|
ପରମେଶ୍ବରଙ୍କର ଲୋକମାନେ ତାଙ୍କର ରାଜା ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ। |
9
|
ପରମେଶ୍ବରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସମାନଙ୍କେର ଶତ୍ରୁମାନଙ୍କୁ ଦଣ୍ଡ ଦବେେ। ଏହା ପରମେଶ୍ବରଙ୍କର ସମସ୍ତ ବିଶସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। |
Psalms 149:1 Oriya Language Bible Words basic statistical display
COMING SOON ...