Indian Language Bible Word Collections
Psalms 6:2
Psalms Chapters
Psalms 6 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Psalms Chapters
Psalms 6 Verses
1
|
ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ। |
2
|
ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମାେତେ ସୁସ୍ଥ କର କାରଣ ମାରେ ଅସ୍ଥିସବୁ କମ୍ପିତ ହେଉଅଛି। |
3
|
ମାରେ ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମାେତେ ସୁସ୍ଥ କରିବ। |
4
|
ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର। |
5
|
ମୃତ ଲୋକମାନେ ତୁମ୍ଭକୁ ସମାନଙ୍କେର କବରରେ କବେେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମାେତେ ରକ୍ଷା କର। |
6
|
ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମାରେ ବିଛଣା ମାରେ ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି। |
7
|
ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ। |
8
|
ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି। |
9
|
ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମାରେ ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମାରେ ପ୍ରାର୍ଥନାର ଉତ୍ତର ମଧ୍ଯ ଦଇେଛନ୍ତି। |
10
|
ମାରେ ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ଯାକୁଳ ହବେେ। ଓ ସମାନେେ ସମନ୍ତେ ଲଜ୍ଜିତ ହାଇେ ଏ ସ୍ଥାନ ପରିତ୍ଯାଗ କରିବେ। |