1
|
ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର। |
2
|
ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ। ଏହାର ଫାଟକକୁ ମରାମତି କର, କାରଣ ଏହାର ପତନ ହେଉଅଛି। |
3
|
ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ଯା ଦଇେଛ। ଆମ୍ଭେ ମଦ୍ଯପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ। |
4
|
ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ। ୟାହାଫଳରେ ସମାନେେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରିପାରିବେ। |
5
|
ୟପରେି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମାରେ ପ୍ରାର୍ଥନାର ଉତ୍ତର ଦିଅ। ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର। |
6
|
ପରମେଶ୍ବର ତାଙ୍କ ମନ୍ଦିରରେ କହିଲେ, "ମୁଁ ୟୁଦ୍ଧରେ ଜିତିବି ଏବଂ ଜଯଲାଭ ବିଷଯରେ ବହୁତ ଖୁସି ହବେି। ତା'ପରେ ମୁଁ ଏହି ଭୂମିକୁ ମାରେ ଲୋକମାନଙ୍କ ମଧ୍ୟରେ ବାଣ୍ଟିଦବେି। ମୁଁ ଶିଖିମ ଓ ସୁକ୍କୋଥ ଉପତ୍ୟକାକୁ ସମାନଙ୍କେୁ ଦଇଦେବେି। |
7
|
ଗିଲିଯଦ ଓ ମନଃଶି ମାରେ ହବେେ। ଇଫ୍ରଯିମ ମାରେ ଶିରସ୍ତ୍ରାଣ ହବେ। ଯିହୁଦା ମାରେ ରାଜଦଣ୍ଡ ହବେ। |
8
|
ମାୟୋବ ମାରେ ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର। ଇଦୋମ ମାରେ ପାଦୁକା ବହନ କରିବ। ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି। ତୁମ୍ଭେ ବିଜଯ ସକାଶେ ଜଯଧ୍ବନି କର।" |
9
|
କିଏ ମାେତେ ସହେି ଦୃଢ଼ ନଗର ଭିତରକୁ ଆଣିବ ? କିଏ ମାେତେ ଇଦୋମ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଆଗଇେ ନବେ ? ପରମେଶ୍ବର, ତୁମ୍ଭେ ନୁହଁ କି ? କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ଯାଖ୍ଯାନ କରିଛ। ପରମେଶ୍ବର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ୟାଅ ନାହିଁ। |
11
|
ହେ ପରମେଶ୍ବର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ। ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିପାରିବେ ନାହିଁ। |
12
|
ପରମେଶ୍ବର ହିଁ ଆମ୍ଭକୁ ଶକ୍ତିଶାଳୀ କରିପାରିବେ। କବଳେ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରିପାରିବେ। |
Psalms 60:3 Oriya Language Bible Words basic statistical display
COMING SOON ...