Indian Language Bible Word Collections
Psalms 8:9
Psalms Chapters
Psalms 8 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Psalms Chapters
Psalms 8 Verses
1
|
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ୟ୍ଯଜନକ ଓ ପ୍ରଶଂସାୟୁକ୍ତ। ତୁମ୍ଭର ନାମ ସ୍ବର୍ଗରେ ମଧ୍ଯ ପ୍ରଶଂସା ୟୋଗ୍ଯ ଅଟେ। |
2
|
ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି। |
3
|
ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ। |
4
|
କାହିଁକି ତୁମ୍ଭେ ମନୁଷ୍ଯମାନଙ୍କୁ ଏତେ ପ୍ରାଧାନ୍ଯ ଦିଅ ? କାହିଁକି ତୁମ୍ଭେ ସମାନଙ୍କେର କ୍ଷତ ନିଅ ? କାହିଁକି ତୁମ୍ଭେ ସମାନଙ୍କେୁ ଏତେ ଦୃଷ୍ଟି ଦିଅ ? |
5
|
କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ବପୂର୍ଣ୍ଣ ପରମେଶ୍ବର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସମାନଙ୍କେୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ। |
6
|
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସହେି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସହେିମାନଙ୍କ ନିଯନ୍ତ୍ରଣରେ ଛାଡ଼ି ଦଇେଛ। |
7
|
ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ। |
8
|
ଆକାଶର ଉଡ଼ୁଥିବା ପକ୍ଷୀମାନେ ଓ ସମୁଦ୍ରର ମାଛମାନେ ମଧ୍ଯ ଅଛନ୍ତି। |
9
|
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ବିତ। |