1
|
ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟ ରେ ଏବେ କିଛି ଲେଖିବାର ଆବଶ୍ଯକତା ନାହିଁ। |
2
|
କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଚୋର ରାତି ରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ୟ୍ଯଜନକ ହବେ। |
3
|
ଲୋକେ କହିବେ : "ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।" ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ। |
4
|
କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସହେି ଦିନଟି ଚୋର ଆସିବା ଭଳି ଆଶ୍ଚର୍ୟ୍ଯର କଥା ହବେ ନାହିଁ, କାରଣ ତୁମ୍ଭମାନେେ ଅନ୍ଧକାର ରେ ବାସ କରୁ ନାହଁ। |
5
|
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ। |
6
|
ଅତଏବ ଆମ୍ଭମାନେେ ଅନ୍ୟ ଲୋକମାନଙ୍କ ଭଳି ଶାଇେ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂୟମ ଥିବା ଆବଶ୍ଯକ। |
7
|
ଯେଉଁ ଲୋକମାନେ ଶୁଅନ୍ତି, ସମାନେେ ରାତି ରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସମାନେେ ରାତି ରେ ମାତାଲ ହୁଅନ୍ତି। |
8
|
କିନ୍ତୁ ଆମ୍ଭେ ଦିନର ହାଇେଥିବାରୁ ନିଜକୁ ସଂୟମ କରିବା ଆବଶ୍ଯକ। ବିଶ୍ବାସ ଓ ପ୍ ରମରେ ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର। |
9
|
ଯେ ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କ କୋର୍ଧର ବିଷୟ ହବୋ ପାଇଁ ବାଛି ନାହାଁନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ମୁକ୍ତି ପାଇବା ପାଇଁ ପରମେଶ୍ବର ଆମ୍ଭକୁ ବାଛିଛନ୍ତି। |
10
|
ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତବେେଳେ ଯୀଶୁ ଆସିବେ, ସହେି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ବପୂର୍ଣ୍ଣ ନୁହେଁ। |
11
|
ଅତଏବ ପରସ୍ପରକୁ ସାନ୍ତ୍ବନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ଯାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠା ରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ଯ ସଇେଆ କରୁଛ। |
12
|
ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠାେର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠା ରେ ତୁମ୍ଭକୁ ନତେୃତ୍ବ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସମାନଙ୍କେୁ ସମ୍ମାନ ଦବୋ ପାଇଁ ଆମ୍ଭେ ନିବଦନେ କରୁଛୁ। |
13
|
ତୁମ୍ଭମାନଙ୍କ ମଧିଅରେ କାମ କରୁଥିବା ୟୋଗୁ, ସମାନଙ୍କେୁ ପ୍ ରମେ କର ଓ ସମାନଙ୍କେୁ ବିଶଷେ ସମ୍ମାନ ଦଖାେଅ। |
14
|
ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ। |
15
|
ଦେଖ, ଯେପରି କହେି ଅପକାର ବଦଳ ରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର। |
16
|
ସଦାସର୍ବଦା ଆନନ୍ଦିତ ରୁହ। |
17
|
କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ। |
18
|
ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି। |
19
|
କଦାପି ପବିତ୍ର ଆତ୍ମାର କାର୍ୟ୍ଯ ବନ୍ଦ କର ନାହିଁ। |
20
|
ଭବିଷ୍ଯଦ୍ ବକ୍ତାମାନଙ୍କର କଥାଗୁଡ଼ିକୁ ତୁଚ୍ଛ ବୋଲି ମନକରେ ନାହିଁ। |
21
|
କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ। |
22
|
ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ। |
23
|
ପରମେଶ୍ବରଙ୍କଠା ରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସହେି ଶାନ୍ତିର ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରିନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ବ - ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର - ମନ୍ଦରହିତ ହାଇେ ସୁରକ୍ଷିତ ରହୁ। |
24
|
ଯେଉଁ ପରମେଶ୍ବର ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ତୁମ୍ଭମାନେେ ତାହାଙ୍କ ଉପରେ ଭରସା ରଖ। ୟିଏ ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ସେ ସବୁ କିଛି କରିବେ। |
25
|
ଭାଇ ଓ ଭଉଣୀମାନେ ! ଆମ୍ଭ ପାଇଁ ପ୍ରାର୍ଥନା କର। |
26
|
ଏକତ୍ରୀତ ହେଲା ବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦଇେ ନମସ୍କାର କର। |
27
|
ପ୍ରଭୁଙ୍କର କ୍ଷମତା ଦ୍ବାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି। |
28
|
ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭ ସହିତ ରହିଥାଉ। |
1-Thessalonians 5:1 Urdu Language Bible Words basic statistical display
COMING SOON ...