1
|
ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା। |
2
|
ସେ ଚାରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଚା ରୋଟି ଶୀଙ୍ଗକୁ ମିଶାଇ ଦେଲେ, ସେସବୁ ୟଜ୍ଞବଦେୀର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡାଇଲେ। |
3
|
ଏହାପରେ ସେ ୟଜ୍ଞବଦେୀ ପାଇଁ ଦରକାରୀ ପିତ୍ତଳ ପାତ୍ର, ବଲଚୋ, କରଚୁଲ୍ଲୀ, ଗରା, କଣ୍ଟା ଚାମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ। |
4
|
ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା। |
5
|
ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ। |
6
|
ଏହାପରେ ସେ ଶିଟୀମ୍ କାଠ ରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସହେି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡାଇଲେ। |
7
|
ବଦେୀଟିକୁ ବହିବା ପାଇଁ ସେ ୟଜ୍ଞବଦେୀ ପାଶର୍ବ ରେ ଥିବା କଡା ମଧିଅରେ ସାଙ୍ଗୀକୁ ପୁରାଇଲେ। ସେ ୟଜ୍ଞବଦେୀଟିକୁ ଖାଲି ସିନ୍ଦୁକ ପରି ପଟା ରେ ନିର୍ମାଣ କଲେ। |
8
|
ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ। |
9
|
ଏହାପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାଶର୍ବ ରେ ବଳା ଶୁଭ୍ର କ୍ଷୋମସୂତ୍ର ରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ। |
10
|
ଏହାର କୋଡିଏଟି ସ୍ତମ୍ଭ କୋଡିଏଟି ଚୁଙ୍ଗୀ ପିତ୍ତଳର ଏବଂ ସହେି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା। |
11
|
ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା। |
12
|
ପଶ୍ଚିମ ପାଶର୍ବ ରେ ପରଦା ପଚାଶ ହାତ ଲମ୍ବ ଥିଲା। ଏହାର ଦଶଟି ସ୍ତମ୍ଭ ଦଶଟି ଚୁଙ୍ଗୀ, ସ୍ତମ୍ଭର ଅଙ୍ଗଡା ଛୁଞ୍ଚିଆ ରୂପାର ଥିଲା। |
13
|
ପୂର୍ବ ଦିଗ ରେ ପୂର୍ବ ପାଶର୍ବ ନିମନ୍ତେ ପଚାଶ ହାତଥିଲା। |
14
|
ଦ୍ବାରର ଏକ ପାଶର୍ବ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା। |
15
|
ଅନ୍ୟ ପାଶର୍ବ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ବାର ସନ୍ନିକଟ ଏକ ପାଶର୍ବସ୍ଥ ଓ ଅନ୍ୟ ପ୍ରାଶର୍ବସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା। |
16
|
ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ ସକଳ ପରଦା ବଳାଶୁଭ୍ର କ୍ଷୋମସୂତ୍ର ରେ ନିର୍ମିତ ଥିଲା। |
17
|
ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା। |
18
|
ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା। |
19
|
ତହିଁରେ ପିତ୍ତଳର ଚାରିଟି ସ୍ତମ୍ଭ, ଚାରିଟି ଚୁଙ୍ଗୀ ରୂପାର ଆଙ୍ଗଡା ତା'ର ମୁଣ୍ଡାଳି ରୂପା ରେ ଛାଉଣୀ ହାଇେଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା। |
20
|
ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସା ରେ ନିର୍ମିତ ହାଇେଥିଲା। |
21
|
ମାଶାେ ଲବେୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁ ରେ ବ୍ଯବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାଯିତ୍ବ ନଇେଥିଲେ ଯାଜକ ହାରୋଣର ପୁତ୍ର ଇଥାମ। |
22
|
ସଦାପ୍ରଭୁ ମାଶାଙ୍କେ ଦ୍ବାରା ଯେଉଁ ଆଜ୍ଞା ଦଇେଥିଲେ, ସହେି ଅନୁୟାଯୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲଲେ ସେ ସବୁ ନିର୍ମାଣ କରିଥିଲେ। |
23
|
ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀଯାବ ଖାଦେନ କାର୍ୟ୍ଯ ରେ, ରୂପାଙ୍କନ କରିବା ରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବା ରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ। |
24
|
ଅଣତିରିଶ ତାଳନ୍ତ ଓ 730 ଶକେଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ବାରା ମପାୟାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା। |
25
|
ଯେତେ ଲୋକ ଗଣିତ ହାଇେଥିଲେ, ସମାନେେ 100 ଶକେଲ ସୁବର୍ଣ୍ଣ ଓ 1 ,775 ଶକେଲ ରୂପା କାର୍ୟ୍ଯାଳଯ ମାପ ଦ୍ବାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା। |
26
|
ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍ବ। ସମାନଙ୍କେର ସଂଖ୍ଯା ଥିଲା |
28
|
ସମାନେେ ଆଙ୍କୁଡା, ଛଡ ଏବଂ ଖମ୍ବଗୁଡିକର ଅଗ୍ରଭାଗକୁ 1 ,775 ଶକେଲ ରୂପା ରେ ଆଚ୍ଛାଦନ କଲେ। |
29
|
ପିତ୍ତଳର ନବୈେଦ୍ଯ ସତୁରି ତାଳନ୍ତ 2 ,400 ଶକେଲ ଥିଲା। |
30
|
ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ। |
31
|
ପ୍ରାଙ୍ଗଣର ଚତୁଃପାଶର୍ବର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ବାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରଙ୍ଗଣର ଖିଲ ସବୁ ସହେି କଂସା ରେ ନିର୍ମିତ କରାଗଲା। |
Exodus 38:1 Urdu Language Bible Words basic statistical display
COMING SOON ...