1
|
ମୁଁ ଏଠା ରେ ଦେଖୁଛି, ଦେଖ ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ। |
2
|
ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ବରଙ୍କ ମଧିଅରେ ବିଚ୍ଛଦେ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଣୁ ସେ ଶୁଣିବେ ନାହିଁ। |
3
|
ତୁମ୍ଭମାନଙ୍କ ହସ୍ତ ରକ୍ତ ରେ ରଞ୍ଜିତ ଓ ତୁମ୍ଭମାନଙ୍କର ଅଙ୍ଗୁଳିଗୁଡ଼ିକ ଅପରାଧ ରେ ଅଶୁଚି ହାଇେଅଛି, ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ଯା କରିଅଛି ଓ ଜିହ୍ବା ଦୁଷ୍ଟତା ବକି ଅଛି। |
4
|
କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି। |
5
|
ସମାନେେ ବିଷଧର କାଳସର୍ପର ଅଣ୍ଡା ଫୁଟାନ୍ତି ଓ ବୁଢ଼ିଆଣୀର ଜାଲ ବୁଣନ୍ତି। ଯେ କହେି ସହେି ଅଣ୍ଡା ଖାଏ ସେ ମୃତ୍ଯୁକୁ ଆମନ୍ତ୍ରଣ କରେ ଏବଂ ଯଦି ସେ ସମାନଙ୍କେୁ ଫୁଟାଏ, ସେଥିରୁ କାଳସର୍ପ ବାହା ରେ। |
6
|
ସହେି ଜାଲ ବସ୍ତୁରୂପେ ବ୍ଯବହୃତ ହବେ ନାହିଁ କିମ୍ବା ସମାନେେ ନିଜ କର୍ମ ରେ ନିଜକୁ ଆବୃତ୍ତ କରିପାରିବେ ନାହିଁ। |
7
|
ସମାନଙ୍କେର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସମାନେେ ନିର୍ଦ୍ ଦୋଷ ରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସମାନଙ୍କେର ଚିନ୍ତାସବୁ ଅଧର୍ମର ଚିନ୍ତା। ସମାନଙ୍କେ ପଥରେ ଧ୍ବଂସ ଓ ବିନାଶ ଥାଏ। |
8
|
ସମାନେେ ଶାନ୍ତିର ପଥ ଜାଣନ୍ତି ନାହିଁ ଓ ସମାନଙ୍କେର ମାର୍ଗ ରେ ନ୍ଯାଯ ବିଚାର ନ ଥାଏ। ସମାନେେ ନିଜ ପାଇଁ କୁଟିଳ ପଥ ସୃଷ୍ଟି କରିଛନ୍ତି, ଯେ କହେି ସହେି ପଥରେ ଗମନ କରେ, ସେ ଶାନ୍ତି ପାଏ ନାହିଁ। |
9
|
ଏଥି ସକାେଶ ନ୍ଯାଯ ବିଚାର ଆମ୍ଭଠାରୁ ଦୂର ରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭମାନେେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କବଳେ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାର ରେ ଭ୍ରମଣ କରୁ। |
10
|
ଆମ୍ଭମାନେେ ଅନ୍ଧଲୋକ ପରି କାନ୍ଥ ପାଖ ରେ ଦରାଣ୍ଡି ହେଉ ଓ ଚକ୍ଷୁହୀନ ଲୋକପରି ଅଣ୍ଡାଳି ହେଉ। ମଧ୍ଯାହ୍ନ ରେ ସନ୍ଧ୍ଯାବଳପରେି ଝୁଣ୍ଟି ପଡ଼ୁ ଓ ହୃଷ୍ଟପୃଷ୍ଟ ଲୋକମାନଙ୍କ ମଧିଅରେ ମୃତଲୋକପରି ରହିଅଛୁ। |
11
|
ଆମ୍ଭମାନେେ ନ୍ଯାଯ ପାଇଁ ଭାଲୁପରି ଗର୍ଜନ କରୁ ଓ କପୋତ କରି ଅତିଶଯ ବିଳାପ କରୁ। ଆମ୍ଭମାନେେ ନ୍ଯାଯକୁ ଅପେକ୍ଷା କରୁଁ ମାତ୍ର ତାହା ନ ଥାଏ। ପୁଣି ପରିତ୍ରାଣକୁ ଅପେକ୍ଷା କରୁ ମାତ୍ର ତାହା ଆମ୍ଭଠାରୁ ଦୂ ରଇେ ଥାଏ। |
12
|
ତୁମ୍ଭ ସମ୍ମୁଖ ରେ ଆମ୍ଭମାନଙ୍କର ଅଧର୍ମ ଅନକେ ଓ ଆମ୍ଭମାନଙ୍କର ପାପ ଆମ୍ଭ ବିରୁଦ୍ଧ ରେ ସାକ୍ଷ୍ଯ ଦେଉଅଛି। କାରଣ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ପାପଗୁଡ଼ିକ ଆମ୍ଭମାନେେ ଜାଣୁ। |
13
|
ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ। |
14
|
ଏଣୁ ସୁବିଚାର ପଛକୁ ହଟି ୟାଇଛି ଓ ଧର୍ମ ଦୂର ରେ ଠିଆ ହାଇେଅଛି। ଛକ ସ୍ଥାନ ରେ ସତ୍ଯତାର ପତନ ଘଟିଛି ଓ ସରଳତା ନଗର ମଧ୍ଯକୁ ପ୍ରବେଶ କରିପାରୁ ନାହିଁ। |
15
|
ତେଣୁ ସତ୍ଯତାର ଅଭାବ ହାଇେଅଛି ଓ ଯେ ଦୁଷ୍କର୍ମ ତ୍ଯାଗ କଲେ ସେ ଲୁଣ୍ଠିତ ହୁଏ। ପୁଣି ସଦାପ୍ରଭୁ ଏହା ଦେଖିଲେ ଓ ନ୍ଯାଯବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ। |
16
|
ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ଯସ୍ଥ କହେି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା। |
17
|
ପୁଣି ସଦାପ୍ରଭୁ ଧାର୍ମିକତାର ସଞ୍ଜୁ ବୁକୁ ରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତି ଶାଧେରୂପକ ବସ୍ତ୍ର ଓ ଉଦ୍ୟୋଗ ରୂପକ ବସ୍ତ୍ର ଉତ୍ତରୀଯ ରୂପେ ପରିଧାନ କଲେ। |
18
|
ସେ ପାପ କର୍ମର ପରିମାଣ ଅନୁସାରେ ସମାନଙ୍କେ ପ୍ରତି ଭୟଙ୍କର ହିଂସ୍ର ହବେେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦବେେ। ଆଉ ମଧ୍ଯ ଦ୍ବୀପ ସମୂହକୁ ପ୍ରତିଫଳ ଦାନ କରିବେ। |
19
|
ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ। |
20
|
ପୁଣି ସଦାପ୍ରଭୁ କୁହନ୍ତି, ସିୟୋନକୁ ଓ ଯାକୁବ ମଧିଅରେ ଯେଉଁମାନେ ଅଧର୍ମରୁ ଫରନ୍େତି, ସମାନଙ୍କେ ନିକଟକୁ ଏକ ତ୍ରାଣକର୍ତ୍ତା ଆସିବେ। |
21
|
ନିଜ ବିଷଯ ରେ ସଦାପ୍ରଭୁ କୁହନ୍ତି, " ସମାନଙ୍କେ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପ ରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ଯସବୁ ତୁମ୍ଭ ମୁଖ ରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ଯାବଧି ଅନନ୍ତକାଳ ପର୍ୟ୍ଯନ୍ତ ଦୂର କରାୟିବ ନାହିଁ।' |
Isaiah 59:1 Urdu Language Bible Words basic statistical display
COMING SOON ...