1
|
ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ ? ନିଜ ପରିଧଯେ ବସ୍ତ୍ର ରେ ଗୌରବନ୍ବିତ ଓ ନିଜ ମହାଶକ୍ତି ରେ ୟିଏ ବିଜେ କରୁଛନ୍ତି, ସେ କିଏ ? ସଦାପ୍ରଭୁ କୁହନ୍ତି, "ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁଁ।" |
2
|
"ଆପଣଙ୍କର ପରିଧଯେ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡ ରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ରପରି କାହିଁକି ?" |
3
|
ସେ ଉତ୍ତର କରନ୍ତି, "ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ଯରୁ ଆମ୍ଭ ସଙ୍ଗେ କହେି ନ ଥିଲେ। ଆମ୍ଭେ ନିଜର କୋରଧ ରେ ସମାନଙ୍କେୁ ଦଳନ କଲୁ ଓ ନିଜର କୋପ ରେ ସମାନଙ୍କେୁ ମର୍ଦ୍ଦନ କଲୁ। ଏଣୁ ସମାନଙ୍କେର ପ୍ରାଣ ରକ୍ତର ଛିଟା ରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସହେି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ। |
4
|
କାରଣ ପ୍ରତି ଶାଧେର ଦିନ ଆମ୍ଭ ହୃଦଯ ରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହାଇେଅଛି। |
5
|
ଆମ୍ଭେ ଅନାଇଲୁ, ମାତ୍ର ସାହାୟ୍ଯକାରୀ କହେି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ୟ୍ଯ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା। |
6
|
ପୁଣି ଆମ୍ଭେ ନିଜର କୋର୍ଧ ରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପ ରେ ସମାନଙ୍କେୁ ମତ୍ତ କରାଇଲୁ ; ପୁଣି ଭୂମିରେ ସମାନଙ୍କେର ପ୍ରାଣର ରକ୍ତ ଢ଼ାଳି ଦଲେୁ।" |
7
|
ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ। |
8
|
ସଦାପ୍ରଭୁ କହିଲେ, "ନିଶ୍ଚଯ ସମାନେେ ଆମ୍ଭର ଲୋକ, ଯେଉଁମାନେ ଅସତ୍ଯ ବ୍ଯବହାର କରିବେ ନାହିଁ, ସମାନେେ ଆମ୍ଭର ସନ୍ତାନ।" ଏଣୁ ସେ ସମାନଙ୍କେର ତ୍ରାଣକର୍ତ୍ତା ହେଲେ। |
9
|
ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ। |
10
|
ମାତ୍ର ସମାନେେ ସଦାପ୍ରଭୁଙ୍କ ବିପକ୍ଷ ରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ର ଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସମାନଙ୍କେର ଶତ୍ରୁ ହାଇଗେଲେ ଓ ସମାନଙ୍କେର ବିପକ୍ଷ ରେ ୟୁଦ୍ଧ କଲେ। |
11
|
ସେତବେେଳେ ସେ ପ୍ରାଚୀନ କାଳ ଓ ମାଶାେ ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମଷେପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ୟିଏକି ସମାନଙ୍କେ ମଧିଅରେ ନିଜର ପବିତ୍ର ଆତ୍ମାକୁ ସ୍ଥାପନ କଲେ, ସେ କାହାଁନ୍ତି ? |
12
|
ଯେ ନିଜର ଅଦ୍ଭୁତ ଶକ୍ତି ବଳ ରେ ନିଜର ଦକ୍ଷିଣ ହସ୍ତ ସାହାୟ୍ଯ ରେ ମାଶାଙ୍କେୁ ପରିଚାଳିତ କଲେ ଓ ନିଜ ପାଇଁ ଅନନ୍ତକାଳସ୍ଥାଯୀ ନାମ ସ୍ଥାପନ ଉଦ୍ଦେଶ୍ଯ ରେ ସମାନଙ୍କେ ସମ୍ମୁଖ ରେ ଜଳକୁ ଦୁଇଭାଗ କଲେ, ସେ କାହାଁନ୍ତି ? |
13
|
ଯେ ସମୁଦ୍ର ମଧିଅରେ ବାଟ କଢ଼ାଇ ନେଲେ ଓ ଅଶ୍ବତୁଲ୍ଯ ଗମନ କରାଇଲେ ମରୁଭୂମିରେ ୟିଏକି ଝୁଣ୍ଟିଲେ ନାହିଁ ସେ କାହାଁନ୍ତି ? |
14
|
ଯେପରି ପଶୁପଲ ଉପତ୍ୟକାକୁ ଓହ୍ଲାଇ ୟାଆନ୍ତି ସହେିପରି ସଦାପ୍ରଭୁଙ୍କ ଆତ୍ମା ସମାନଙ୍କେୁ ବିଶ୍ରାମ କରାଇଲେ। ଏହିପରି ତୁମ୍ଭେ ନିଜ ନାମକୁ ଗୌରବାନ୍ବିତ କରିବାକୁ ନିଜ ଲୋକମାନଙ୍କୁ ଚାଳିତ କର। |
15
|
ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ ? ତୁମ୍ଭର କୋହ ଓ ଦୟା କାହିଁ। |
16
|
ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇଶ୍ରାୟେଲ ଯାଜକ ଆମ୍ଭମାନଙ୍କୁ ସ୍ବୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ୟ୍ଯନ୍ତ ଯେ, ଆମ୍ଭକୁ ରକ୍ଷା କରିଛ। |
17
|
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ। |
18
|
ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ ; ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସହେି ପବିତ୍ର ମନ୍ଦିରକୁ ପଦଦଳିତ କଲେ। |
19
|
ଯେଉଁମାନଙ୍କୁ ତୁମ୍ଭେ କବେେ ଶାସନ କରି ନାହଁ ଓ ଯେଉଁମାନେ ତୁମ୍ଭ ନାମ ରେ କବେେ ଖ୍ଯାତ ହାଇେ ନ ଥିଲେ, ଦୀର୍ଘକାଳ ସହେି ଲୋକମାନଙ୍କ ପରି ଆମ୍ଭେ ହାଇେଅଛୁ। |
Isaiah 63:5 Urdu Language Bible Words basic statistical display
COMING SOON ...