1
|
ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ। |
2
|
ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ସମାନଙ୍କେୁ ଗ୍ରାସ କଲା ଓ ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଲେ। |
3
|
ମାଶାେ ହାରୋଣଙ୍କୁ କହିଲେ, "ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।"' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ। |
4
|
ଏହାପରେ ମାଶାେ ହାରୋଣଙ୍କର କକା ଉଷୀଯଲରେ ପୁତ୍ର ମୀଖାଯଲକେୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, "ତୁମ୍ଭମାନେେ ପବିତ୍ର ସ୍ଥାନର ସମ୍ମୁଖକୁ ୟାଅ ଓ ତୁମ୍ଭମାନଙ୍କର ସଂପର୍କୀଯ ଭାଇମାନଙ୍କର ଶବକୁ ଛାଉଣୀର ବାହାରକୁ ନଇୟୋଅ।" |
5
|
ତେଣୁ ମୀଖାଯଲେ ଓ ଇଲୀଷାଫନ ମାଶାଙ୍କେ ଆଜ୍ଞା ପାଳନ କଲେ। ସମାନେେ ନାଦବ ଓ ଅବୀହୂର ଶବକୁ ଜାମା ସହିତ ଛାଉଣୀର ବାହାରକୁ ନଇଗେଲେ। |
6
|
ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀଯାସର ଓ ଈଥାମରଙ୍କୁ କହିଲେ, "ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦବୋଭଳି କାର୍ୟ୍ଯ କର ଓ ତୁମ୍ଭମାନେେ ମୃତ୍ଯୁବରଣ କରିବ ନାହିଁଏବଂ ପରମେଶ୍ବର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ବଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇଶ୍ରାୟେଲ ବଂଶ ରୋଦନ କରନ୍ତୁ। |
7
|
ଆଉ ତୁମ୍ଭେ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦହେ ରେ ସଦାପ୍ରଭୁଙ୍କର ଅଭିଷକେ ତୈଳ ଅଛି।" ତେଣୁ ହାରୋଣ, ଇଲିଯାସର ଓ ଈଥାମର ମାଶାଙ୍କେ ଆଜ୍ଞା ଅନୁସାରେ କାର୍ୟ୍ଯ କଲେ। |
8
|
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, |
9
|
"ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତବେେଳେ ସମାଗମ ତମ୍ବୁ ରେ ପ୍ରବେଶ କରିବେ ତୁମ୍ଭମାନେେ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବ ନାହିଁ। ଯଦି ତାହା ତୁମ୍ଭମାନେେ କର ତବେେ ତୁମ୍ଭମାନେେ ମରିବ। ଏହି ବ୍ଯବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ୟ୍ଯନ୍ତ ପାଳିତ ହବେ। |
10
|
ତାହାଦ୍ବାରା ତୁମ୍ଭମାନେେ ପବିତ୍ର ଓ ଅପବିତ୍ର, ପୁଣି ଶୁଚି ଓ ଅଶୁଚି ମଧିଅରେ ପ୍ରଭଦେ ସ୍ପଷ୍ଟ ଭାବରେ ଜାଣିପାରିବ। |
11
|
ସଦାପ୍ରଭୁ ମାଶାଙ୍କେୁ ଯେଉଁ ବ୍ଯବସ୍ଥାମାନ ଦଇେଥିଲେ, ମାଶାେ ସେ ସମସ୍ତ ବ୍ଯବସ୍ଥା ଇଶ୍ରାୟେଲର ସନ୍ତାନଗଣଙ୍କୁ ଦେଲେ। ହାରୋଣ ତୁମ୍ଭେ ସହେିସବୁ ବ୍ଯବସ୍ଥା ଲୋକମାନଙ୍କୁ ଶିକ୍ଷା ଦଇପୋରିବ।" |
12
|
ଏହାପରେ ମାଶାେ ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିଯାସର ଓ ଈଥାମରଙ୍କୁ କହିଲେ, "ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ଯ ନବୈେଦ୍ଯ, ତାହା ତୁମ୍ଭମାନେେ ନଇେ ୟଜ୍ଞବଦେୀ ନିକଟରେ ବିନା ତାଡି ରେ ଭୋଜନ କର, ତାହା ମହାପବିତ୍ର। |
13
|
ମାରେ ନିର୍ଦ୍ଦେଶ ଅନୁସାରେ ତୁମ୍ଭମାନେେ ସହେି ଶସ୍ଯ ନବୈେଦ୍ଯ ଏକ ପବିତ୍ର ସ୍ଥାନ ରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦଲେି। |
14
|
"ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ଯାଗଣ ଝୁଲାୟାଇଥିବା ବକ୍ଷ ଓ ଚଟୁଆ ନଇେ ଏକ ଶୁଚି ସ୍ଥାନ ରେ ଭୋଜନ କରିବ, ଯେ ହତେୁ ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯ ମଧ୍ଯରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ଯ ଅଂଶ। |
15
|
ଯାହା ସମାନେେ ଦୋଳନୀଯ ନବୈେଦ୍ଯ ସହିତ ଉତ୍ତୋଳନୀଯ ଚଟୁଆ ଓ ଟଙ୍ଗାୟାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖ ରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହବେ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।" |
16
|
ମାଶାେ ପାପାର୍ଥକ ଛାଗର ବହୁତ ଅନ୍ବଷେଣ କଲେ, ମାତ୍ର ତାହା ଦଗ୍ଧ ହାଇେସାରିଥିଲା। ଏଣୁ ସେ ହାରୋଣଙ୍କ ଅବଶିଷ୍ଟ ଦୁଇ ପୁତ୍ର ଇଲିଯାସର ଓ ଈଥାମରଙ୍କ ଉପରେ ରାଗି କହିଲେ, |
17
|
"ତୁମ୍ଭମାନେେ କାହିଁକି ପବିତ୍ର ସ୍ଥାନ ରେ ସହେି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦଇେଛନ୍ତି। |
18
|
ଦେଖ ପବିତ୍ରସ୍ଥାନ ଭିତରକୁ ଉତ୍ସର୍ଗ ପଶୁର ରକ୍ତ ଅଣାଗଲା ନାହିଁ। ତେଣୁ ତୁମ୍ଭମାନେେ ତାହା ମାେ ଆଦଶାେନୁସା ରେ ପବିତ୍ର ସ୍ଥାନ ରେ ଭୋଜନ କରିବା ଉଚିତ୍।" |
19
|
ମାତ୍ର ହାରୋଣ ମାଶାଙ୍କେୁ କହିଲେ, " ଦେଖ, ସମାନେେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହାମବେଳି ଉତ୍ସର୍ଗ କଲେ। ତଥାପି ମାେ ପ୍ରତି ଏହା ଘଟିଲା। ଯବେେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା'ନ୍ତି ତବେେ ତାହା କ'ଣ ସଦାପ୍ରଭୁଙ୍କ ଦୃଷ୍ଟି ରେ ଭଲ ହାଇେଥାଆନ୍ତା?" |
20
|
ଯେତବେେଳେ ମାଶାେ ଏହା ଶୁଣିଲେ, ତାହା ତାଙ୍କ ଦୃଷ୍ଟି ରେ ଭଲ ଦଖାଗେଲା। |
Leviticus 10:1 Urdu Language Bible Words basic statistical display
COMING SOON ...