1
|
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, |
2
|
"ତୁମ୍ଭେ ଇଶ୍ରାଯଲ ସନ୍ତାନଗଣଙ୍କୁ ଏହି ଆଜ୍ଞା ଦିଅ। ସମାନେେ ପ୍ରତିଦିନ ପ୍ରଦୀପ ଜ୍ବଳନ ପାଇଁ ତୁମ୍ଭ ନିକଟକୁ ନିର୍ମଳ ଭାବେ ପଷୋ ୟାଇଥିବା ଜୀତ ତୈଳ ଆଣିବେ। |
3
|
ହାରୋଣ ସମାଗମ ତମ୍ବୁ ମଧିଅରେ ନିଯମ ସିନ୍ଦୁକ ବିଚ୍ଛଦବେସ୍ତ୍ର ବାହା ରେ ସନ୍ଧ୍ଯା ଠାରୁ ପ୍ରଭାତ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା। |
4
|
ହାରୋଣ ଶୁଦ୍ଧ ସୁବର୍ଣ୍ଣର ଦୀପରୂଖା ଉପରେ ପ୍ରଦୀପ ରଖି ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ଜଳାଇ ରଖିବ। |
5
|
"ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ। |
6
|
ସୁବର୍ଣ୍ଣ ମଜେ ଉପରେ ପ୍ରତି ଧାଡି ରେ ଛଅ ଛଅ କରି ଦୁଇ ଧାଡି ରେ ସହେିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ରଖିବ। |
7
|
ଆଉ ରୋଟୀ ପରିବର୍ତେ ସ୍ମରଣାର୍ଥକ ନବୈେଦ୍ଯରୂପେ ପ୍ରତି ଧାଡିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦବେ। |
8
|
ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖ ରେ ରୋଟୀ ସବୁ ସମୟ ପାଇଁ ରଖିବ। ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ଏହା ଅନନ୍ତକାଳୀନ ବିଧି ହବୋ ଉଚିତ୍। |
9
|
ସହେି ରୋଟୀ ହାରୋଣ ଓ ତାଙ୍କର ପୁତ୍ର ଗଣଙ୍କର ହବେ। ଆଉ ସମାନେେ ସହେି ରୋଟୀକୁ ଏକ ପବିତ୍ରସ୍ଥାନ ରେ ଭକ୍ଷଣ କରିବା ଉଚିତ୍। କାରଣ ସଗେୁଡିକ ସଦାପ୍ରଭୁଙ୍କ ନବୈେଦ୍ଯର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସମାନଙ୍କେର ଅଂଶ ହବେ।" |
10
|
ଅନନ୍ତର ଜଣେ ମିଶରୀଯ ପୁରୁଷର ଔରସ ରେ ଇଶ୍ରାୟେଲୀୟ ଜଣେ ସ୍ତ୍ରୀଠାରୁ ଜାତ ଏକ ଇଶ୍ରୀଯଲେ ପୁତ୍ର, ଇଶ୍ରାୟେଲୀୟମାନଙ୍କ ଛାଉଣୀ ଭିତରକୁ ଗଲା। ସେ ଛାଉଣୀ ରେ ପ୍ରବେଶ କଲା ଓ ଜଣକ ସହିତ କଳି କଲା। |
11
|
ସହେି ଇଶ୍ରାୟେଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦାକରି ଅଭିଶାପ ଦଲୋ। ତେଣୁ ଲୋକମାନେ ତାହାକୁ ମାଶାଙ୍କେ ନିକଟକୁ ଆଣିଲେ। ସହେି ଇଶ୍ରାୟେଲୀୟ ସ୍ତ୍ରୀ ନାମ ଶଲମେୀତ୍ ଓ ସେ ଦାନ ବଂଶୀଯ ଦିବ୍ରୀର କନ୍ଯା ଥିଲା। |
12
|
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ୟ୍ଯନ୍ତ ତାକୁ ବନ୍ଦୀ କରି ରଖିଲେ। |
13
|
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, |
14
|
"ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ। |
15
|
ଆଉ ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ ଯେ କହେି ଆପଣା ପରମେଶ୍ବରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ। |
16
|
ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ। |
17
|
"ଆଉ ଯେଉଁ ଲୋକ ଅନ୍ୟ ଲୋକଙ୍କୁ ହତ୍ଯା କରେ ସେ ନିଶ୍ଚଯ ହତ ହବେ। |
18
|
ୟିଏ କହେି କୌଣସି ପଶୁକୁ ହତ୍ଯା କରେ ସେ ମାରିଥିବା ପଶୁର ପ୍ରାଣ ଫରୋଇ ଆଣି ତା'ର କ୍ଷତିପୂରଣ ଦବେ। |
19
|
"ଯଦି କୌଣସି ବ୍ଯକ୍ତି ନିଜ ପ୍ରତିବେଶୀକୁ ଆଘାତ କରେ, ତବେେ ସମପରିମାଣର ଆଘାତ ସହେି ଲୋକକୁ ଦିଆୟିବ। |
20
|
କ୍ଷତ ବଦଳ ରେ କ୍ଷତ, ତକ୍ଷୁ ବଦଳ ରେ ଚକ୍ଷୁ, ଦାନ୍ତ ବଦଳ ରେ ଦାନ୍ତ, ମନୁଷ୍ଯ ଶରୀର ରେ ୟିଏ ଯେଉଁପରି ଆଘାତ କରିଅଛି ତାହାପ୍ରତି ସହେି ପ୍ରକାର ଆଘାତ କରାୟିବ। |
21
|
ଜଣେ ଯଦି ପଶୁ ବଧ କରେ, ତବେେ ସେ ତାହାର ପରିଶାଧେ କରିବ, ମାତ୍ର ଜଣେ ଲୋକ ଯଦି ଅନ୍ୟ ଜଣେ ଲୋକକୁ ହତ୍ଯା କରେ, ତବେେ ସେ ହତ ହବେ। |
22
|
"ବିଦେଶୀ ହେଉ କି ସ୍ବଦେଶୀ ହେଉ, ସମାନଙ୍କେ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ଯବସ୍ଥା ହବେ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।" |
23
|
ତା'ପରେ ମାଶାେ ଇଶ୍ରାୟେଲ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବାରୁ ସମାନେେ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇଶ୍ରାୟେଲ ସନ୍ତାନଗଣ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ। |
Leviticus 24:1 Urdu Language Bible Words basic statistical display
COMING SOON ...