1
|
ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ। |
2
|
ମୁଁ ମାେ ସାମନା ରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସହେି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ଯା ଉପରେ ଜୟଲାଭ କରିଥିଲେ, ସମାନଙ୍କେୁ ସହେି ସମୁଦ୍ର କୂଳ ରେ ଠିଆ ହବୋର ଦେଖିଲି। ସମାନଙ୍କେ ହାତ ରେ ପରମେଶ୍ବର ଦଇେଥିବା ବୀଣା ଥିଲା। |
3
|
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ : |
4
|
ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।" |
5
|
ଏହାପରେ ମୁଁ ସ୍ବର୍ଗ ରେ ପରମେଶ୍ବରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖାେଲା ହାଇେଥିବାର ଦେଖିଲି। |
6
|
ସହେି ମନ୍ଦିର ଭିତରୁ ସାତଜଣ ଦୂତ ସାତାଟେି ମହାମାରୀଗୁଡ଼ିକୁ ଧରି ବାହରି ଆସିଲେ। ସମାନେେ ଶୁଦ୍ଧ, ଉଜ୍ଜ୍ବଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ବକ୍ଷ ରେ ସୁବର୍ଣ୍ଣ ବନ୍ଧନୀ ଥିଲା। |
7
|
ତା'ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ଯରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତାଟେି ସୁବର୍ଣ୍ଣ ପାତ୍ର ଦେଲେ। ସହେି ପାତ୍ର ନିତ୍ଯଜୀବୀ ପରମେଶ୍ବରଙ୍କର କୋରଧ ରେ ପରିପୂର୍ଣ୍ଣ ଥିଲା। |
8
|
ସହେି ମନ୍ଦିର ପରମେଶ୍ବରଙ୍କ ଗୌରବ ଓ କ୍ଷମତାର ଧୂଆଁ ରେ ଭର୍ତ୍ତି ହାଇଗେଲା। ସାତଜଣ ଦୂତଙ୍କର ସାତାଟେି ମହାମାରୀ ଶଷେ ନ ହବୋ ପର୍ୟ୍ଯନ୍ତ କୌଣସି ଲୋକ ମନ୍ଦିର ରେ ପ୍ରବେଶ କରିପାରିଲେ ନାହିଁ। |
Revelation 15:1 Urdu Language Bible Words basic statistical display
COMING SOON ...